Breaking PLUSଦେଶ ବିଦେଶମୁଖ୍ୟ ଖବର

ଆଜି ପ୍ରକାଶ ପାଇବ ଚଳିତ ବର୍ଷର NEET ପ୍ରବେଶିକା ପରୀକ୍ଷାଫଳ

ନ୍ୟାସନାଲ୍ ଟେଷ୍ଟିଂ ଏଜେନ୍ସି (ଏନ୍‌ଟିଏ) ଦ୍ୱାରା ପରିଚାଳିତ ନ୍ୟାସନାଲ ଏଲିଜିବିଲିଟି କମ୍ ଏଣ୍ଟ୍ରାନ୍ସ ଟେଷ୍ଟ (ନିଟ୍‌) ପରୀକ୍ଷା ଫଳ ଆଜି ପ୍ରକାଶ ପାଇବ । ଛାତ୍ରଛାତ୍ରୀ ୱେବସାଇଟ୍ https://www.ntaneet.nic.in/https://nta.ac.in କୁ ଯାଇ ଫଳ ଦେଖିପାରିବେ

ନ୍ୟାସନାଲ୍ ଟେଷ୍ଟିଂ ଏଜେନ୍ସି (ଏନ୍‌ଟିଏ) ଦ୍ୱାରା ପରିଚାଳିତ ନ୍ୟାସନାଲ ଏଲିଜିବିଲିଟି କମ୍ ଏଣ୍ଟ୍ରାନ୍ସ ଟେଷ୍ଟ (ନିଟ୍‌) ପରୀକ୍ଷା ଫଳ ଆଜି ପ୍ରକାଶ ପାଇବ । ଛାତ୍ରଛାତ୍ରୀ ୱେବସାଇଟ୍ https://www.ntaneet.nic.in/https://nta.ac.in କୁ ଯାଇ ଫଳ ଦେଖିପାରିବେ ବୋଲି ଏନ୍‌ଟିଏ ପକ୍ଷରୁ ପ୍ରକାଶିତ ବିଜ୍ଞପ୍ତିରେ କୁହାଯାଇଛି । ଏମବିବିଏସ ଏବଂ ବିଡିଏସ ଡାକ୍ତରୀ ପାଠ୍ୟକ୍ରମରେ ନାମଲେଖାଇବା ପାଇଁ ସେପ୍ଟେମ୍ବର ୧୩ରେ ନିଟ୍ ପରୀକ୍ଷା ଅନୁଷ୍ଠିତ ହୋଇଥିଲା । ପରୀକ୍ଷା ପାଇଁ ୧୫.୯୭ ଲକ୍ଷ ଛାତ୍ରଛାତ୍ରୀ ପଞ୍ଜୀକରଣ କରିଥିଲେ । ଚଳିତ ବର୍ଷ ଓଡ଼ିଶାରୁ ୩୭,୧୯୮ ଛତ୍ରଛାତ୍ରୀ ନିଟ୍ ପାଇଁ ପଞ୍ଜିକରଣ କରିଥିଲେ । ସେମାନଙ୍କ ମଧ୍ୟରୁ ୩୨, ୮୩୩ ଜଣ ପରୀକ୍ଷା ଦେଇଥିଲେ ।

Show More

Related Articles

Back to top button