Breaking PLUSଓଡ଼ିଶାମୁଖ୍ୟ ଖବର

ଆଜି ବସିବ ରାଜ୍ୟ କ୍ୟାବିନେଟ୍ ବୈଠକ, ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବରେ ବାଜିବ ମୋହର

ଆଜି ବସୁଛି ରାଜ୍ୟ କ୍ୟାବିନେଟ ବୈଠକ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଦିନ ସାଢ଼େ 12ଟାରେ ଏହି ବୈଠକ ବସିବ । ନବୀନ ନିବାସରୁ ଭିଡିଓ କନଫରେନ୍ସିଂରେ ସାମିଲ ହେବେ ମୁଖ୍ୟମନ୍ତ୍ରୀ । ଲୋକସେବା ଭବନରୁ କ୍ୟାବିନେଟ୍ ମନ୍ତ୍ରୀ ପରଷଦ ସମେତ ପ୍ରଶାସନିକ ଅଧିକାରୀ ଯୋଗ ଦେବେ ।

ଆଜି ବସୁଛି ରାଜ୍ୟ କ୍ୟାବିନେଟ ବୈଠକ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଦିନ ସାଢ଼େ 12ଟାରେ ଏହି ବୈଠକ ବସିବ । ନବୀନ ନିବାସରୁ ଭିଡିଓ କନଫରେନ୍ସିଂରେ ସାମିଲ ହେବେ ମୁଖ୍ୟମନ୍ତ୍ରୀ । ଲୋକସେବା ଭବନରୁ କ୍ୟାବିନେଟ୍ ମନ୍ତ୍ରୀ ପରଷଦ ସମେତ ପ୍ରଶାସନିକ ଅଧିକାରୀ ଯୋଗ ଦେବେ । ବୈଠକରେ ସାଧାରଣ ପ୍ରଶାସନ ପକ୍ଷରୁ କେତେକ କର୍ମଚାରୀଙ୍କ ସର୍ଭିସ ନିୟମ ସଂଶୋଧନ ସହ ବିଭିନ୍ନ ବିଭାଗର 8ଟି ଗୁରୁତ୍ୱପର୍ଣ୍ଣ ପ୍ରସ୍ତାବ ଉପରେ ମୋହର ବାଜିପାରେ । ରାଜ୍ୟରେ କରୋନା ଦ୍ୱିତୀୟ ଲହରି ସମୟରେ କ୍ୟାବିନେଟ ବୈଠ ବସୁଛି । ରାଜ୍ୟ କ୍ୟାବିନେଟରେ କଣ ସବୁ ନିଷ୍ପତ୍ତି ହେଉଛି ତାଉପରେ ନଜର ରହିଛି ।

Show More

Related Articles

Back to top button