Breaking PLUSଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ଦିନକୁ ଦିନ କମୁଛି ଶୀତ, ବଢୁଛି ତାପମାତ୍ରା

ରାଜ୍ୟରୁ ଶୀତ ଗାଏବ ହୋଇଯିବ ।ବିଭିନ୍ନ ସ୍ଥାନରେ ସର୍ବନିମ୍ନ ତାପମାତ୍ରା ବଢିବ । ୧୬ ତାରିଖରୁ କିଛି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି । ଏନେଇ ଅନୁମାନ କରିଛନ୍ତି ପାଣିପାଗବିତ୍‌ ।

ରାଜ୍ୟରୁ ଶୀତ ଗାଏବ ହୋଇଯିବ ।ବିଭିନ୍ନ ସ୍ଥାନରେ ସର୍ବନିମ୍ନ ତାପମାତ୍ରା ବଢିବ । ୧୬ ତାରିଖରୁ କିଛି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି । ଏନେଇ ଅନୁମାନ କରିଛନ୍ତି ପାଣିପାଗବିତ୍‌ ।

ଶନିବାର ରାଜ୍ୟରେ ପାଗ ଶୁଖିଲା ରହିବ । ତେବେ କେନ୍ଦୁଝର, ମୟୂରଭଞ୍ଜ, ଖୋର୍ଦ୍ଧା, ଅନୁଗୁଳ, ଢ଼େଙ୍କାନାଳ, ବୌଦ୍ଧ ଓ କନ୍ଧମାଳ ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର କୁହୁଡ଼ି ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି ।ସେହିପରି ଆସନ୍ତା ୧୬ ତାରିଖରେ ବରଗଡ଼, ଝାରସୁଗୁଡ଼ା, ନୂଆପଡ଼ା, ସୁନ୍ଦରଗଡ଼, ସମ୍ବଲପୁର, ଅନୁଗୁଳ, ଦେଓଗଡ଼, କେନ୍ଦୁଝର ଜିଲ୍ଲାର କିଛି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ଏନେଇ ସୂଚନା ଦେଇଛନ୍ତି ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ଏଚ୍‌ ଆର ବିଶ୍ୱାସ ଆକଳନ କରିଛନ୍ତି ।

Show More

Related Articles

Back to top button