ଓଡ଼ିଶାପାଣିପାଗ

ରାଜ୍ୟରେ ଆଗାମୀ ୩ଦିନ ପର୍ଯ୍ୟନ୍ତ ଶୁଖିଲା ରହିବ ପାଗ

ପାଗରେ ଦେଖାଯାଇଛି ପରିବର୍ତ୍ତନ। ରାଜ୍ୟରେ ଆଗାମୀ ୩ଦିନ ପର୍ଯ୍ୟନ୍ତ ଶୁଖିଲା ରହିବ ପାଗ । ଆସନ୍ତା ୧୮ ତାରିଖ ଯାଏଁ ଏଭଳି ସ୍ଥିତି ଜାରି ରହିବ ।କିଛି କିଛି ସ୍ଥାନରେ ସ୍ୱଳ୍ପ ବର୍ଷା ହେବାର ସମ୍ଭାବନା ରହିଛି ।

ଅନ୍ୟପଟେ , ୧୮ ତାରିଖରେ ଉତ୍ତର ଆଣ୍ଡାମାନ ସାଗର ଓ ଏହାର ପାଶ୍ୱବର୍ତ୍ତୀ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ହେବାର ସମ୍ଭାବନା ରହିଛି । ଏନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି ।

 

 

Show More

Related Articles

Back to top button