Breaking PLUSଶିକ୍ଷା

ନିଟ୍-ପିଜି କାଉନସିଲିଂ ସ୍ଥଗିତ ରଖିବାକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ

ନିଟ୍-ପିଜି କାଉନସିଲିଂ ସ୍ଥଗିତ ରଖିବାକୁ କେନ୍ଦ୍ର ସରକାରଙ୍କୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ । ଓବିସି, ଇଡ଼ବ୍ଲୁସି ସଂରକ୍ଷଣ ବୈଧତାକୁ ନେଇ ପ୍ରଶ୍ନ କରାଯାଇଛି । ସର୍ବଭାରତୀୟ କୋଟାରେ ସଂରକ୍ଷଣ ନେଇ ସରକାର ନିଷ୍ପତି ନେଇଥିଲେ । ଏନେଇ କୋର୍ଟଙ୍କ ନିଷ୍ପତିକୁ ଅପେକ୍ଷା କରିବାକୁ ସୁପ୍ରିମକୋର୍ଟ କହିଛନ୍ତି । ପରବର୍ତ୍ତୀ ଆଦେଶ ଆସିବା ପର୍ଯ୍ୟନ୍ତ କାଉନସେଲିଂ ବନ୍ଦ ରହିବ ବୋଲି କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି ।

Show More

Related Articles

Back to top button