Breaking PLUSଓଡ଼ିଶାମୁଖ୍ୟ ଖବର

ଭୁବନେଶ୍ୱରର ତାପମାତ୍ରା ୪୪ ଡିଗ୍ରୀ ଟପିଲା

ଭୁବନେଶ୍ୱର-ସାରା ରାଜ୍ୟରେ ପ୍ରବଳ ହିଟ୍ ୱେଭ । ତତଲା କଡେଥରେ ଭାଜି ହେଉଛି ପୂରା ରାଜ୍ୟ । ଶନିବାର ଦିନ ସାଢେ ୨ଟା ସୁଦ୍ଧା ରାଜଧାନୀ ଭୁବନେଶ୍ୱରର ତାପମାତ୍ରା ୪୪ ଡିଗ୍ରୀ ଟପିଛି। ଭୁବନେଶ୍ୱରର ତାପମାତ୍ରା ୪୪.୬ ଡିଗ୍ରୀ ରେକର୍ଡ କରାଯାଇଛି। ଚଳିତ ସିଜିନର ପ୍ରଥମ ଥର ତାପମାତ୍ରା ୪୪ ଡିଗ୍ରୀ ଅତିକ୍ରମ କରିଛି।
ଆଜି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ପାଇଁ ଟ୍ୱିନ୍ ସିଟିକୁ ରେଡ୍ ଆଲର୍ଟ ଜାରି କରାଯାଇଛି। କଟକ ଓ ଭୁବନେଶ୍ୱରକୁ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ପାଇଁ ପାଣିପାଗ ବିଭାଗ ପକ୍ଷରୁ ରେଡ୍ ଆଲର୍ଟ ଜାରି କରାଯାଇଛି।

Show More

Related Articles

Leave a Reply

Your email address will not be published. Required fields are marked *

Back to top button