Breaking PLUSଓଡ଼ିଶାମୁଖ୍ୟ ଖବର

ଆହୁରି 2ଦିନ 2ଡିଗ୍ରୀ ବୃଦ୍ଧି ପାଇବ ତାପମାତ୍ରା

ଆଗାମୀ ୪୮ ଘଣ୍ଟା ମଧ୍ୟରେ ରାଜ୍ୟର କିଛି କିଛି ସ୍ଥାନରେ ଦିନ ତାପମାତ୍ରାରେ ଆହୁରି ୨ ଡିଗ୍ରୀ ବୃଦ୍ଧି ପାଇବ। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ସୂଚନା ଅନୁଯାୟୀ, ରାଜ୍ୟରେ ଆଗାମୀ ୪ରୁ ୫ ଦିନ ଯାଏଁ ରାଜ୍ୟର କିଛି ଜିଲ୍ଲାରେ ଉଷ୍ମ ପାଣିପାଗ ସ୍ତିତି ଜାରି ରହିବ। ଏହା ବ୍ୟତୀତ କିଛି ଜିଲ୍ଲାରେ ଭୀଷଣ ଗ୍ରୀଷ୍ମପ୍ରବାହରୁ ଗ୍ରୀଷ୍ମ ପ୍ରବାହ ସ୍ତିତି ଲାଗି ରହିବାର ସମ୍ଭାବନା ରହିଛି।

Show More

Related Articles

Leave a Reply

Your email address will not be published. Required fields are marked *

Back to top button