Breaking PLUSଓଡ଼ିଶାମୁଖ୍ୟ ଖବର

ପ୍ରକାଶ ପାଇଲା ୟୁଜି ସ୍ପଟ୍‌ ନାମଲେଖା ମେଧା ତାଲିକା

ବିଶ୍ୱବିଦ୍ୟାଳୟ, ସ୍ୱୟଂଶାସିତ ମହାବିଦ୍ୟାଳୟ ସମେତ ରାଜ୍ୟର ଡିଗ୍ରୀ କଲେଜଗୁଡ଼ିକରେ ପିଜି ସ୍ପଟ୍‌ ନାମଲେଖା ପାଇଁ ମେଧା ତାଲିକା ପ୍ରକାଶ ପାଇଛି ।

ବିଶ୍ୱବିଦ୍ୟାଳୟ, ସ୍ୱୟଂଶାସିତ ମହାବିଦ୍ୟାଳୟ ସମେତ ରାଜ୍ୟର ଡିଗ୍ରୀ କଲେଜଗୁଡ଼ିକରେ ପିଜି ସ୍ପଟ୍‌ ନାମଲେଖା ପାଇଁ ମେଧା ତାଲିକା ପ୍ରକାଶ ପାଇଛି ।

ମେଧା ତାଲିକାରେ ସ୍ଥାନ ପାଇଥିବା ଛାତ୍ରଛାତ୍ରୀ ଚଳିତ ମାସ ୧୬ରୁ ୨୦ ତାରିଖ ମଧ୍ୟରେ ନିର୍ଦ୍ଧାରିତ ଶିକ୍ଷାନୁଷ୍ଠାନରେ ରିପୋଟିଂ କରିବେ । ୨୦ ତାରିଖ ଅପରାହ୍ନ ୫ଟାରେ ଖାଲି ପଡିଥିବା ସିଟ୍‌ଗୁଡିକରେ ନାମ ଲେଖିବା ପାଇଁ ଚୂଡାନ୍ତ ମେଧା ତାଲିକା ପ୍ରକାଶ ପାଇବ । ସେଥିରେ ମନୋନୀତ ଛାତ୍ରଛାତ୍ରୀମାନେ ୨୧ ଓ ୨୨ ତାରିଖ ଦିନ ୧୦ଟାରୁ ଅପରାହ୍ନ ୫ଟା ମଧ୍ୟରେ ଛାତ୍ରଛାତ୍ରୀଙ୍କ ଡକ୍ୟୁମେଣ୍ଟ୍‌ ଯାଞ୍ଚ, ଫି’ ପୈଠ ସହ ନାମଲେଖା ହେବ । ୩୧ ତାରିଖ ସୁଦ୍ଧା ସମସ୍ତ କଲେଜ ଓ ବିଶ୍ୱବିଦ୍ୟାଳୟ ନାମଲେଖା ପ୍ରକ୍ରିୟା ଶେଷ କରିବେ ବୋଲି ବିଭାଗୀୟ ଅଧିକାରୀ ସୂଚନା ଦେଇଛନ୍ତି ।

Show More

Related Articles

Back to top button