Breaking PLUSଓଡ଼ିଶାମୁଖ୍ୟ ଖବର

ପ୍ରବଳ ବର୍ଷା ଯୋଗୁ ବଢୁଛି ରାଜ୍ୟର ବିଭିନ୍ନ ନଦୀର ଜଳସ୍ତର

ପ୍ରବଳ ବର୍ଷା ଯୋଗୁ ରାଜ୍ୟର ବିଭିନ୍ନ ନଦୀର ଜଳସ୍ତର ବଢିବାରେ ଲାଗିଛି । ଦେବୀ, କୁଶଭଦ୍ରା, ବ୍ରାହ୍ଣୀ, ବୈତରଣୀ, ସୁବର୍ଣ୍ଣରେଖା, ବଂଶଧାରା, ଋଷିକୂଲ୍ୟା ଓ ଜଳକା ନଦୀର ଜଳସ୍ତର ବଢୁଛି ।

ପ୍ରବଳ ବର୍ଷା ଯୋଗୁ ରାଜ୍ୟର ବିଭିନ୍ନ ନଦୀର ଜଳସ୍ତର ବଢିବାରେ ଲାଗିଛି । ଦେବୀ, କୁଶଭଦ୍ରା, ବ୍ରାହ୍ଣୀ, ବୈତରଣୀ, ସୁବର୍ଣ୍ଣରେଖା, ବଂଶଧାରା, ଋଷିକୂଲ୍ୟା ଓ ଜଳକା ନଦୀର ଜଳସ୍ତର ବଢୁଛି । ହେଲେ କେଉଁଠାରେ ବି ଜଳସ୍ତର ବିପଦ ସଙ୍କେତ ଟପିନାହିଁ । ମଥାନୀଟାରେ ଜଳକା ନଦୀର ଜଳସ୍ତର ବିପଦ ସଙ୍କେତ ପାଖାପାଖି ପହଂଚିଛି । ଏଠାରେ ବିପଦ ସଙ୍କେତ ୫.୫୦ ମିଟର ଥିବା ବେଳେ ସକାଳ ୯ଟା ସୁଦ୍ଧା ଜଳସ୍ତର ୫.୪୯ ମିଟରରେ ପହଂଚିଛି ।

Show More

Related Articles

Back to top button