ଦେଶମୁଖ୍ୟ ଖବର

ନଭେମ୍ବର ୨୯ରୁ ସଂସଦର ଶୀତକାଳୀନ ଅଧିବେଶନ ଆରମ୍ଭ

ନଭେମ୍ବର ୨୯ ତାରିଖରୁ ସଂସଦର ଶୀତକାଳୀନ ଅଧିବେଶନ ଆରମ୍ଭ ହେବ । ନଭେମ୍ବର ୨୯ରୁ ଆରମ୍ଭ ହୋଇ ଏହି ଅଧିବେଶନ ଡିସେମ୍ବର ୨୩ ଯାଏଁ ଚାଲିବ । ତେବେ ଆଗାମୀ ବର୍ଷ ଆରମ୍ଭରେ ୫ ରାଜ୍ୟରେ ବିଧାନସଭା ନିର୍ବାଚନ ହେବ । ଏପରି ପରିସ୍ଥିତିରେ ଏହି ଅଧିବେଶନରେ ମୋଦୀ ସରକାର କିଛି ଗୁରୁତ୍ୱପୂର୍ଣ୍ଣ ବିଲ୍ ପାସ୍ କରିପାରନ୍ତି । ଅଧିବେଶନ ନେଇ ପ୍ରସ୍ତୁତି ଆରମ୍ଭ ହୋଇଛି ।

Show More

Related Articles

Back to top button