Breaking PLUSଓଡ଼ିଶାମୁଖ୍ୟ ଖବର

ଡିସେମ୍ବର ୩୧ ପୂର୍ବରୁ ବସିବ ବିଧାନସଭାର ଶୀତକାଳୀନ ଅଧିବେଶନ

ଡିସେମ୍ବର ୩୧ପୂର୍ବରୁ ବିଧାନସଭାର ଶୀତକାଳୀନ ଅଧିବେଶନ ବସିବ ବୋଲି ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ସୂଚନା ଦେଇଛନ୍ତି  ।  ବିଧାନସଭା ବିଧି ଅନୁସାରେ ୬୦ ଦିନ ଗୃହ କାର୍ଯ୍ୟ ଚାଲିବାର ବ୍ୟବସ୍ଥା ରହିଛି।

ଡିସେମ୍ବର ୩୧ପୂର୍ବରୁ ବିଧାନସଭାର ଶୀତକାଳୀନ ଅଧିବେଶନ ବସିବ ବୋଲି ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ସୂଚନା ଦେଇଛନ୍ତି  ।  ବିଧାନସଭା ବିଧି ଅନୁସାରେ ୬୦ ଦିନ ଗୃହ କାର୍ଯ୍ୟ ଚାଲିବାର ବ୍ୟବସ୍ଥା ରହିଛି।

ତୃତୀୟ ଓ ଚତୁର୍ଥ ଅଧିବେଶନରେ ସର୍ବମୋଟ ୨୦ ଦିନ ଗୃହ କାର୍ଯ୍ୟ ଚାଲିଛି। ଡିସେମ୍ବର ପୂର୍ବରୁ ଆଉ ୪୦ ଦିନର ବସିବାକୁ ବାକି ରହିଛି। କେବେ ବସିବ ଓ କଣ ରହିବ ରୂପରେଖ, ସେନେଇ ରାଜ୍ୟପାଳଙ୍କ ନିଷ୍ପତ୍ତିକୁ ଅପେକ୍ଷା କରାଯାଇଛି । ରାଜ୍ୟପାଳଙ୍କ ନିଷ୍ପତ୍ତି ପରେ ୪୦ ଦିନର କ୍ୟାଲେଣ୍ଡର ପ୍ରସ୍ତୁତ କରାଯିବ ବୋଲି କହିଲେ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ସୂଚନା ଦେଇଛନ୍ତି ।

Show More

Related Articles

Back to top button