Breaking PLUSଓଡ଼ିଶା

ରାଜ୍ୟ କଂଗ୍ରେସ ଭବନରେ ପୁଣି ହଙ୍ଗାମା

ରାଜ୍ୟ କଂଗ୍ରେସ ଭବନରେ ପୁଣି ହଙ୍ଗାମା । ଗୋଟିଏ ଦିନରେ ଦୁଇ ଦୁଇ ଥର ହୋଇଛି ଭଙ୍ଗାରୁଜା । ସକାଳେ ଯୁବ କଂଗ୍ରେସ ସଭାପତିଙ୍କ କାର୍ଯ୍ୟାଳୟରେ ଭଙ୍ଗାରୁଜା ହୋଇଥିଲା । ଆଉ ସନ୍ଧ୍ୟା ବେଳେ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକଙ୍କ କାର୍ଯ୍ୟାଳୟରେ ଭଙ୍ଗାରୁଜା ହୋଇଛି । କେତେକ ଯୁବକ ଅଫିସ୍‌ରେ ପଶି ଭଙ୍ଗାରୁଜା କରିଥିବା ସୂଚନା ମିଳିଛି । ମାତ୍ର କିଏ ଓ କେଉଁ ଉଦ୍ଦେଶ୍ୟରେ ଆକ୍ରମଣ କରିଛି, ତାହା ଏପର୍ଯ୍ୟନ୍ତ ଜଣାପଡ଼ି ନାହିଁ ।

Show More

Related Articles

Back to top button