Breaking PLUSଓଡ଼ିଶାମୁଖ୍ୟ ଖବର

ପୁରୀରେ ପହଂଚିଲା ତୃତୀୟ ପର୍ଯ୍ୟାୟ ରଥକାଠ

ପୁରୀ- ପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ନୟାଗଡ଼ରୁ ତୃତୀୟ ପର୍ଯ୍ୟାୟ ରଥକାଠ ଆସି ରଥଖଳାରେ ପହଞ୍ଚିଛି। ଆସିଥିବା କାଠରେ ୨୩ ଖଣ୍ଡ ଅସନ ଥିବା ବେଳେ ୪୦ ଫୁଟିଆ ଧଉରା କାଠ ରହିଛି।

ନୟାଗଡ଼ ମହୀପୁର ଜଙ୍ଗଲରୁ ୨୫ଟି ରଥକାଠ ଆସିଛି। ରଥର ଗୟଳ, ଅଖ ଏବଂ ଦଣ୍ଡା ନିର୍ମାଣ କାର୍ଯ୍ୟରେ ଏସବୁ କାଠ ବ୍ୟବହୃତ ହେବ ବୋଲି ସୂଚନା ମିଳିଛି।

Show More

Related Articles

Leave a Reply

Your email address will not be published. Required fields are marked *

Back to top button