Breaking PLUSଓଡ଼ିଶାମୁଖ୍ୟ ଖବର

କରୋନାର ତୃତୀୟ ଲହର ପାଇଁ ରାଜ୍ୟ ସରକାର ପ୍ରସ୍ତୁତ

କରୋନାର ତୃତୀୟ ଲହର ପାଇଁ ରାଜ୍ୟ ସରକାର ପ୍ରସ୍ତୁତ ଅଛନ୍ତି। ଏସ୍‌ଓପି ଜାରି ସହ ଭିତ୍ତିଭୂମି ପ୍ରସ୍ତୁତି ରହିଛି ବୋଲି ଡିଏମ୍‌ଇଟି ସିବିକେ ମହାନ୍ତି କହିଛନ୍ତି ।

କରୋନାର ତୃତୀୟ ଲହର ପାଇଁ ରାଜ୍ୟ ସରକାର ପ୍ରସ୍ତୁତ ଅଛନ୍ତି। ଏସ୍‌ଓପି ଜାରି ସହ ଭିତ୍ତିଭୂମି ପ୍ରସ୍ତୁତି ରହିଛି ବୋଲି ଡିଏମ୍‌ଇଟି ସିବିକେ ମହାନ୍ତି କହିଛନ୍ତି ।

ଡିଏମଇଟି କହିଛନ୍ତି ଯେ, ତୃତୀୟ ଲହର ପାଇଁ ଓଡ଼ିଶା ସରକାର ପ୍ରସ୍ତୁତ ଅଛନ୍ତି। ବର୍ତ୍ତମାନ ସମୟରେ ତୃତୀୟ ଲହର ଏକ ଆକଳନ ମାତ୍ର। ତୃତୀୟ ଲହର ରୋକିବାକୁ ରାଜ୍ୟ ସରକାର ସମସ୍ତ ପ୍ରକାର ପଦକ୍ଷେପ ନେଉଛନ୍ତି । କୋଭିଡ୍‌ ନିୟମ ମାନିବାକୁ ଲୋକମାନଙ୍କୁ ପରାମର୍ଶ ଦିଆଯାଉଥିବା ବେଳେ ସଂକ୍ରମଣ ରୋକିବାକୁ ଟିକାକରଣକୁ ଜୋରଦାର କରାଯାଇଛି। ଅଧିକ ଲୋକ ସଂକ୍ରମଣ ଆଶଙ୍କାରେ ଭିତ୍ତିଭୂମି ବୃଦ୍ଧିକୁ ଗୁରୁତ୍ୱ ଦିଆଯାଉଛି। ତୃତୀୟ ଲହରରେ ଶିଶୁମାନେ ଆକ୍ରାନ୍ତ ହୋଇପାରନ୍ତି ବୋଲି କୁହାଯାଉଛି। କାରଣ ମଧ୍ୟମ ଏବଂ ବୟସ୍କମାନେ ଟିକା ନେଇ ସାରିଥିବାରୁ ସେମାନଙ୍କଠାରେ ରୋଗ ପ୍ରତିରୋଧକ ଶକ୍ତି ବୃଦ୍ଧି ପାଇଛି।

Show More

Related Articles

Back to top button