Breaking PLUSଓଡ଼ିଶାମୁଖ୍ୟ ଖବର
ଭିଜିଲାନ୍ସ ଜାଲରେ ତିଗିରିଆ ଥାନା ଏଏସଆଇ

ଭିଜିଲାନ୍ସ ଜାଲରେ ତିଗିରିଆ ଥାନା ଏଏସଆଇ ପ୍ରଦୀପ ବେହେରା । ୫ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ପ୍ରଦୀପଙ୍କୁ ଧରିଛି ଭିଜିଲାନ୍ସ ଟିମ୍ । ସୂଚନା ଅନୁସାରେ ଏକ ମାମଲାର ରଫାଦଫା କରିବା ପାଇଁ ପ୍ରଦୀପ ଲାଞ୍ଚ ନେଉଥିଲେ । ଖବର ପାଇ ଭିଜିଲାନ୍ସ ଏହି ସମୟରେ ତାଙ୍କୁ ମାଡିବସିଥିଲା ।