ଓଡ଼ିଶାମୁଖ୍ୟ ଖବର

ଜୁଲାଇ ୩୧ ଯାଏଁ କୋଭିଡ୍ ନିୟମ ପାଳନ କରିବାକୁ ସବୁ ରାଜ୍ୟକୁ କେନ୍ଦ୍ର ଗୃହ ମନ୍ତ୍ରାଳୟର ନିର୍ଦ୍ଦେଶ

କୋଭିଡ ଗାଇଡଲାଇନକୁ ନେଇ ସବୁ ରାଜ୍ୟ ସରକାରଙ୍କୁ କେନ୍ଦ୍ର ଗୃହ ମନ୍ତ୍ରାଳୟ ଚିଠି ଲେଖିଛି

ଜୁଲାଇ ୩୧ ତାରିଖ ଯାଏଁ କୋଭିଡ୍ ନିୟମ ପାଳନ କରିବା ପାଇଁ ଚିଠି ମାଧ୍ୟମରେ ନିର୍ଦେଶ ଦେଇଛି କେନ୍ଦ୍ର ଗୃହ ମନ୍ତ୍ରାଳୟ । ଦେଶରେ କରୋନା ସଂକ୍ରମଣ କମୁଥିଲେ ସୁଦ୍ଧା ନିୟମ ମାନିବା ନିହାତି ଆବଶ୍ୟକ ।

ତୃତୀୟ ଲହର ଆସିବା ନେଇ ବିଶେଷଜ୍ଞମାନେ ସତର୍କ ସୂଚନା ଦେବା ପରେ ଚିନ୍ତା ବଢିଛି । ଏହାକୁ ଦୃଷ୍ଟିରେ ରଖି କୋଭିଡ ଗାଇଡଲାଇନ୍‌କୁ ଜୁଲାଇ ୩୧ ଯାଏଁ ବୃଦ୍ଧି କରିବାକୁ ସମସ୍ତ ରାଜ୍ୟକୁ କେନ୍ଦ୍ର ସରକାର ନିର୍ଦେଶ ଦେଇଛନ୍ତି ।

Show More

Related Articles

Back to top button