Breaking PLUSଓଡ଼ିଶାମୁଖ୍ୟ ଖବର

ଏପ୍ରିଲ୍‌ ୩୦ ପର୍ଯ୍ୟନ୍ତ ସ୍କୁଲ ଛୁଟି ଘୋଷଣା

ଚାଲୁ ରହିବ ମାଟ୍ରିକ୍‌ ଓ ଯୁକ୍ତ ଦୁଇ ପରୀକ୍ଷା

ଆସନ୍ତାକାଲି ଠାରୁ ୩୦ ତାରିଖ ପର୍ଯ୍ୟନ୍ତ ୫ ଦିନ ପାଇଁ ସ୍କୁଲ ଛୁଟି । ରାଜ୍ୟର ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ ଛୁଟି ନେଇ ଘୋଷଣା ହୋଇଛି । ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଏପରି ନିଷ୍ପତ୍ତି ନେଇଛନ୍ତି ।

ସ୍କୁଲ ଛୁଟି ନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ସୂଚନା ଦେଇଛି । ସ୍କୁଲ ଛୁଟି ହେଲେ ମଧ୍ୟ ମାଟ୍ରିକ୍‌ ଓ ଯୁକ୍ତ ଦୁଇ ପରୀକ୍ଷା ଚାଲୁ ରହିବ ବୋଲି ବିଭାଗ କହିଛି ।

Show More

Related Articles

Back to top button