Breaking PLUSଓଡ଼ିଶାମୁଖ୍ୟ ଖବର
ଆଜି ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ବନ୍ଦ

ଭୁବନେଶ୍ୱର, 30 ସେପ୍ଟେମ୍ବର – ଆଜି ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିଛି l ମୁଖ୍ୟମନ୍ତ୍ରୀଙ୍କ ଅନ୍ୟ ଜରୁରୀ ଗୁରୁତ୍ୱପୂର୍ଣ୍ଣ ସରକାରୀ କାର୍ଯ୍ୟକ୍ରମ ଥିବାରୁ ଭୁବନେଶ୍ୱର ୟୁନିଟ-୫ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଜନଶୁଣାଣି ବନ୍ଦ ରହିଛି । ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି l