Breaking PLUSଓଡ଼ିଶାମୁଖ୍ୟ ଖବର

ଭୁବନେଶ୍ୱରରେ ଆଜି ହାଫ୍ ଡେ’ ସ୍କୁଲ

ରାଜଧାନୀ ଭୁବନେଶ୍ୱରରେ ଆଜି ହାଫ୍ ଡେ’ ସ୍କୁଲ। ଭୁବନେଶ୍ୱରରେ ଆଜି ଦିନ ଗୋଟାଏ ଯାଏଁ  ସବୁ ସ୍କୁଲ୍ ଖୋଲା ରହିବ । ଦିନ ଗୋଟାଏ ପରେ ସବୁ ସ୍କୁଲ ଛୁଟି ଘୋଷଣା କରିଛନ୍ତି ରାଜ୍ୟ ସରକାର। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ ଶାହଙ୍କ ଗସ୍ତକୁ ଦୃଷ୍ଟିରେ ରଖି ଏହି ଘୋଷଣା କରାଯାଇଛି। ଟ୍ରାଫିକ କଟକଣା ଯୋଗୁଁ ଯାତାୟତ କରିବାରେ ପିଲାମାନେ ଅସୁବିଧାରେ ସମ୍ମୁଖୀନ ହେବେ। ଏହି ଆଶଙ୍କାରେ ଆଜି  ହାଫ୍ ଡେ’ ସ୍କୁଲ କରାଯିବା ପାଇଁ ଘୋଷଣା ହୋଇଛି।

Show More

Related Articles

Back to top button