Breaking PLUSଓଡ଼ିଶାମୁଖ୍ୟ ଖବର

ମହାନ୍ ଜନନାୟକ, ଓଡିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଆଜି ଶ୍ରାଦ୍ଧ ଦିବସ

ଆଜି ପ୍ରବାଦ ପୁରୁଷ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧାବାର୍ଷିକୀ । କରୋନା କାୟା ଭିତରେ ଏହାକୁ ନିରାଡମ୍ବର ଭାବରେ ପାଳନ କରାଯାଉଛି । ସାମାଜିକ ଦୂରତା ରକ୍ଷା କରି ସୀମିତ ସଂଖ୍ୟକ ନେତା ଓ କର୍ମୀଙ୍କୁ ନେଇ ଆଜି ବିଜେଡି କାର୍ୟ୍ୟାଳୟରେ ବିଜୁ ବାବୁଙ୍କ ଶ୍ରାଦ୍ଧବାର୍ଷିକୀ ପାଳନ କରାଯିବ ।

ଆଜି ପ୍ରବାଦ ପୁରୁଷ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧାବାର୍ଷିକୀ । କରୋନା କାୟା ଭିତରେ ଏହାକୁ ନିରାଡମ୍ବର ଭାବରେ ପାଳନ କରାଯାଉଛି । ସାମାଜିକ ଦୂରତା ରକ୍ଷା କରି ସୀମିତ ସଂଖ୍ୟକ ନେତା ଓ କର୍ମୀଙ୍କୁ ନେଇ ଆଜି ବିଜେଡି କାର୍ୟ୍ୟାଳୟରେ ବିଜୁ ବାବୁଙ୍କ ଶ୍ରାଦ୍ଧବାର୍ଷିକୀ ପାଳନ କରାଯିବ । ଆଜି ପ୍ରବାଦ ପୁରୁଷଙ୍କ ସ୍ମୃତିଚାରଣ କରୁଛି ସାରା ଓଡ଼ିଶା । ତାଙ୍କ ସ୍ମୃତିରେ ବିଭିନ୍ନ ସ୍ଥାନରେ ନିରାଡମ୍ବର ଉତ୍ସବ ଆୟୋଜନ କରାଯାଉଛି ।

Show More

Related Articles

Back to top button