Breaking PLUSଆଇନ କାନୁନବିଧାନସଭାମୁଖ୍ୟ ଖବରସ୍ୱତନ୍ତ୍ର

ଆଜି ମୌସୁମୀ ଅଧିବେଶନର ଚତୁର୍ଥ ଦିନ : ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗର ରହିଛି ପ୍ରଶ୍ନକାଳ

ଭୁବନେଶ୍ୱର: ଆଜି ବିଧାନସଭା ମୌସୁମୀ ଅଧିବେଶନର ଚତୁର୍ଥ ଦିନ । ବେଶ୍ ସରଗରମ ରହିଛି ଗୃହ । ଆଜି ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗର ରହିଛି ପ୍ରଶ୍ନକାଳ । କୃଷି ଓ କୃଷକ ସଶକ୍ତିକରଣ, ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ, ବିଦ୍ୟାଳୟ ଓ ଗଣଶିକ୍ଷା, ଉଚ୍ଚ ଶିକ୍ଷା, ଶ୍ରମ ଓ କର୍ମଚାରୀଙ୍କ ରାଜ୍ୟ ବୀମା, ସମବାୟ, ମତ୍ସ୍ୟ ଓ ପଶୁ ସମ୍ପଦ ବିକାଶ ଭଳି ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗର ରହିଛି ପ୍ରଶ୍ନକାଳ । ସେହିପରି ଶୂନ୍ୟ କାଳରେ ହାତୀ ମୃତ୍ୟୁ, ଆଇନ ଶୃଙ୍ଖଳା ପରିସ୍ଥିତି, ଚାଷୀ ସମସ୍ୟା, ସୀମା ବିବାଦ ଓ ଜଳ ବିବାଦ ଭଳି ପ୍ରସଙ୍ଗର ଆଲୋଚନା ହୋଇପାରେ। ଏହା ପରେ ବିରୋଧୀ ବିଜେପି ପକ୍ଷରୁ ଦିଆଯାଇଥିବା ମୁଲତବୀ ପ୍ରସ୍ତାବ ପ୍ରସଙ୍ଗରେ ଆଲୋଚନା ହେବ । ଅପରାହ୍ନରେ ୨୦୨୨-୨୩ ଆର୍ଥିକ ବର୍ଷର ବଜେଟ ଉପରେ ମଧ୍ୟ ଆଲୋଚନା ହେବ ।

Show More

Related Articles

Back to top button