Breaking PLUSଓଡ଼ିଶାଦେଶମୁଖ୍ୟ ଖବରସ୍ୱତନ୍ତ୍ର

ଆଜି ୮୮ତମ ମନ କି ବାତ କାର୍ଯ୍ୟକ୍ରମରେ ଦେଶବାସୀଙ୍କୁ ସମ୍ୱୋଧନ କରିବେ ମୋଦି

ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମନ କି ବାତ କାର୍ଯ୍ୟକ୍ରମ।

ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମନ କି ବାତ କାର୍ଯ୍ୟକ୍ରମ ଅନୁଷ୍ଠିତ। ନିଜର ୮୮ତମ ମନ କି ବାତ କାର୍ଯ୍ୟକ୍ରମରେ ଦେଶବାସୀଙ୍କୁ ସମ୍ବୋଧନ କରିବେ ପିଏମ ମୋଦି। ଦିନ 11ଟା ସମୟରେ ରେଡିଓ ଜରିଆରେ ଦେଶବାସୀଙ୍କ ପାଇଁ ପ୍ରଧାନମନ୍ତ୍ରୀ ମନ କି ବାତ ଜରିଆରେ ବାର୍ତ୍ତା ଦେବାର କାର୍ଯ୍ୟକ୍ରମ ରହିଛି। ଏନେଇ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ସହିତ କେନ୍ଦ୍ର ସୂଚନା ଏବଂ ପ୍ରସାରଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି। ପ୍ରଧାନମନ୍ତ୍ରୀ ମୋଦି ମନ କି ବାତ ରେଡିଓ କାର୍ଯ୍ୟକ୍ରମ ଜରିଆରେ ପ୍ରତି ମାସ ଶେଷ ରବିବାର ଦେଶବାସୀଙ୍କ ଉଦେଶ୍ୟରେ ବାର୍ତ୍ତା ଦେଇଥାନ୍ତି। ବିଭିନ୍ନ ପ୍ରସଙ୍ଗ ନେଇ ପ୍ରଧାନମନ୍ତ୍ରୀ କାର୍ଯ୍ୟକ୍ରମରେ ଆଲୋଚନା କରିବା ସହିତ ଦେଶବାସୀଙ୍କ ମତାମତ ଲୋଡିଥାନ୍ତି ।

Show More

Related Articles

Back to top button