Breaking PLUSଓଡ଼ିଶାମୁଖ୍ୟ ଖବର

ଆଜି ମୁଖ୍ୟମନ୍ତ୍ରୀଙ୍କୁ ଭେଟିବେ ନବଦାସଙ୍କ ପତ୍ନୀ

ଭୁବନେଶ୍ବର : ପୂର୍ବତନ ମନ୍ତ୍ରୀ ନବ ଦାସଙ୍କ ହତ୍ୟା ମାମଲାର ଖୋଳତାଡ଼ ଚାଲିଥିବାବେଳେ ଆଜି ତାଙ୍କ ପତ୍ନୀ ମିନତୀ ଦାସ ମୁଖ୍ୟମନ୍ତ୍ରୀ ମୋହନଚରଣ ମାଝୀଙ୍କୁ ସାକ୍ଷାତ କରିବା କାର୍ଯ୍ୟକ୍ରମ ରହିଛି। ଏହି ହତ୍ୟାକାଣ୍ଡ ଘଟଣାରେ ପୂର୍ବରୁ କ୍ରାଇମବ୍ରାଞ୍ଚ ତଦନ୍ତ ହୋଇଥିବାବେଳେ ବିଜେପି ସରକାର କ୍ଷମତାକୁ ଆସିବା ପରେ ଏହି ହତ୍ୟାକାଣ୍ଡର କ୍ରାଇମବ୍ରାଞ୍ଚ ତଦନ୍ତ ପୁଣି ଥରେ ଆରମ୍ଭ ହୋଇଛି। ପୁଣି ଥରେ ନବଙ୍କ ପରିବାର ସଦସ୍ୟଙ୍କ ବୟାନ ରେକର୍ଡ କରିଛି କ୍ରାଇମବ୍ରାଞ୍ଚ।

Show More

Related Articles

Back to top button