ମୁଖ୍ୟ ଖବରରାଶିଫଳ

ଆଜିର ରାଶିଫଳ

ଜାଣିବାକୁ ପଢନ୍ତୁ ସମ୍ପୂର୍ଣ ଖବର

ମେଷ– ବନ୍ଧୁଙ୍କ ସହ ନିବିଡ ସମ୍ପର୍କକୁ କେନ୍ଦ୍ର କରି କିଛିଟା ପାରିବାରିକ ସମସ୍ୟା ସୃଷ୍ଟି ହୋଇପାରେ । ଅସମ୍ପୂର୍ଣ୍ଣ କାର୍ଯ୍ୟ କିଛି ଅଂଶରେ ବଢିଚାଲିବ ଏବଂ ଅଭାବ ପୂରଣ ଦିଗରେ ବନ୍ଧୁଙ୍କ ସାହାଯ୍ୟ କାମକୁ ଆସିବ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୫ ।
ଗୃହିଣୀ-ସୌଭାଗ୍ୟ ପ୍ରାପ୍ତ ହେବ ।
ବ୍ୟବସାୟୀ-ନୂଆ ବ୍ୟବସାୟ ଲାଭ ହେବ ।
କର୍ମଜୀବି- କରତ୍‌କର୍ମା ହେବେ ।
ଛାତ୍ରଛାତ୍ରୀ-ଉଚ୍ଚ ଶିକ୍ଷା ପାଇଁ ବିଦେଶ ଯାତ୍ରା କରିପାରନ୍ତି ।
ରୋଗୀ-ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
ଚାଷୀ-ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।

ବୃଷ – କର୍ମକ୍ଷେତ୍ରରେ ଅନ୍ୟମାନଙ୍କ ଭୁଲ୍ ସକାଶେ ନିଜକୁ ଦାୟୀ ହେବାକୁ ପଡିପାରେ । ପଡୋଶୀଙ୍କ ସହାୟାତରେ ଆଶା କରିଥିବା ଦିଗରୁ କୌଣସି ମୂଲ୍ୟବାନ ଜିନିଷ ପ୍ରାପ୍ତି ହେବ । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୨ ।
ଚାଷୀ-ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ-ଡାକ୍ତରଙ୍କ ପରାମର୍ଶରେ ହିଁ ମେଡିସିନ୍ ଖାଆନ୍ତୁ ।
ଛାତ୍ରଛାତ୍ରୀ-ବିଦ୍ୱାନ୍ ହେବେ ।
କର୍ମଜୀବି-ସମ୍ମାନିତ ହେବେ ।
ବ୍ୟବସାୟୀ-ସଫଳତାକୁ ହାତଛଡା କରନ୍ତୁ ନାହିଁ ।
ଗୃହିଣୀ-ସୁଖ ଅନୁଭବ କରିବେ ।

ମିଥୁନ – ଆଜି ଦିନଟିର ଦ୍ୱିତିୟାର୍ଦ୍ଧରେ କେତେକ ସମସ୍ୟା ଆସିପାରେ । ସାମାଜିକ ସ୍ତରରେ କାମ ହାସଲ ସକାଶେ ପଡୋଶୀ ସହ-ଯୋଗର ହାତ ବଢାଇବେ । ଅଫିସ୍ ରେ ଗୁରୁ ଦାୟିତ୍ୱ ବହନ କରି ବ୍ୟସ୍ତ ହୋଇପାରନ୍ତି । ଜୀବନସାଥୀଙ୍କ ସହ ସମୟ ଅତିବାହିତ କରିବେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୭ ।
ଗୃହିଣୀ-ସୌଭାଗ୍ୟ ପ୍ରାପ୍ତ ହେବ ।
ବ୍ୟବସାୟୀ-ହାତକୁ ଆସୁଥିବା ଡିଲ୍ କୁ ହାତଛଡା କରନ୍ତୁ ନାହିଁ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ଛାତ୍ରଛାତ୍ରୀ-ସ୍ମରଣ ଶକ୍ତି ପାଇଁ ବୁଧକାରକ ଚେର ବ୍ୟବହାର କରନ୍ତୁ ।
ରୋଗୀ-ରୋଗରୁ ମୁକ୍ତ ହୋଇପାରନ୍ତି ।
ଚାଷୀ-ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।

କର୍କଟ – କର୍ମକ୍ଷେତ୍ରରେ ମାନସିକ ଚାପ ବୃଦ୍ଧି ହେତୁ ବ୍ୟସ୍ତତା ଅନୁଭବ କରିବେ । ଲେଖାପଢାରେ ଆଳସ୍ୟ ଓ ଅବହେଳା ପ୍ରଦର୍ଶନ କରି ସମାଲୋଚିତ ହୋଇପାରନ୍ତି । ପ୍ରତ୍ୟେକ କ୍ଷେତ୍ରରେ ଶୁଣାକଥାକୁ ବିଶ୍ୱାସ କଲେ ଅସୁବିଧାରେ ପଡିବେ ।ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୫ ।
ଚାଷୀ-କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।
ରୋଗୀ-ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ-କ୍ରୀଡାରେ ମନ ଦେବେ ।
କର୍ମଜୀବି-କାର୍ଯ୍ୟରେ ସଫଳ ହେବେ ।
ବ୍ୟବସାୟୀ-ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ-ସୁଖଭାରା ଦିନଟି ।

ସିଂହ – ଆଜିର ପ୍ରତ୍ୟେକ କାମ ସମସ୍ୟା ମଧ୍ୟରେ ଓ ବିଳମ୍ବିତ ସମୟରେ ସମ୍ପନ୍ନ ହେବ । ଅଧିକାଂଶ ସମୟରେ ନକାରାତ୍ମକ ଚିନ୍ତାଧାରା ଯୋଗୁଁ ସାମୟିକ ଚିନ୍ତିତ ରହି ପାରନ୍ତି । ବନ୍ଧୁଙ୍କ ସହ ମିଶି କୌଣସି ଗୁରୁତ୍ୱପୂର୍ଣ୍ଣ ଆଲୋଚନା କରିପାରନ୍ତି । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୯ ।
ଗୃହିଣୀ-ସୌଭାଗ୍ୟ ପ୍ରାପ୍ତ ହେବ ।
ବ୍ୟବସାୟୀ-ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।
କର୍ମଜୀବି-କାର୍ଯ୍ୟ କରି ପ୍ରଶଂସିତ ହେବେ ।
ଛାତ୍ରଛାତ୍ରୀ-ବ୍ୟାୟାମ୍ କରନ୍ତୁ ।
ରୋଗୀ-ବ୍ୟାୟାମ୍ କରିବା ଉଚିତ୍ ।
ଚାଷୀ-ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।

କନ୍ୟା – କୌଣସି ବ୍ୟକ୍ତି ନିଜ ଫାଇଦା ପାଇଁ ଫନ୍ଦିଫିକର ଯୋଜନା କରିପାରନ୍ତି । ଆଜି ଅର୍ଥ, ସମ୍ମାନ ଓ ଆଦର ଗୌରବ କ୍ଷେତ୍ର ବିଶେଷରେ ପ୍ରାପ୍ତ ହେବାର ସମ୍ଭାବନା ରହିଛି । କାଲି ଯେଉଁଥିପାଇଁ ଚିନ୍ତା କରୁଥିଲେ ଆଜି ତାହା ଟିକିଏ ବିଳମ୍ବରେ ପାଇବେ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୭ ।
ଚାଷୀ-ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
ରୋଗୀ-ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
ଛାତ୍ରଛାତ୍ରୀ-ବିଦ୍ୟାରେ ମନ ଦେବେ ।
କର୍ମଜୀବି-ଅର୍ଥ ମିଳିବ ।
ବ୍ୟବସାୟୀ-ସଫଳତା ହାତଛଡା ହୋଇଯିବ ।
ଗୃହିଣୀ-ସୁଖ ଅନୁଭବ କରିବେ ।

ତୁଳା – ଆର୍ଥିକ ଉନ୍ନତି, ପାରିବାରିକ ସୁସମ୍ପର୍କ ରହିଲେ ମଧ୍ୟ ସ୍ୱାସ୍ଥ୍ୟ ସମସ୍ୟା ସୃଷ୍ଟି କରିପାରେ । ଦିନସାରା ଘର କାମ ସାଙ୍ଗକୁ ଅଫିସ୍ କାମର ଜଞ୍ଜାଳ ବଳିଯିବାର ସାମାନ୍ୟ ଫୁରସତ୍ ମଧ୍ୟ ପାଇବେ ନାହିଁ । ଶୁଭ ରଙ୍ଗକ୍ରୀମ୍ । ଶୁଭ ଅଙ୍କ ୨ ।
ଗୃହିଣୀ-ସୁଖଭାରା ଦିନଟି ।
ବ୍ୟବସାୟୀ-ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ଛାତ୍ରଛାତ୍ରୀ-ଉଚ୍ଚ ଶିକ୍ଷା ପାଇଁ ବିଦେଶ ଯାତ୍ରା କରିପାରନ୍ତି ।
ରୋଗୀ-ରୋଗରୁ ମୁକ୍ତ ହୋଇପାରନ୍ତି ।
ଚାଷୀ-ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।

ବିଛା – କର୍ମାରମ୍ଭ, ଯାନବାହନ, ଲୋକସମ୍ପର୍କ, ସଭାସମିତି ଓ ପାରିବାରିକ କ୍ଷେତ୍ରରେ ଆଶ୍ୱସ୍ତି ଲାଭ କରିବେ । ବ୍ୟକ୍ତିମାନେ ଚେହ୍‌ଟା କରୁଥିବା କାମ ସୁବିଧାରେ ନ ହେବା କାରଣରୁ ମାନସିକ ବ୍ୟଥା ଅନୁଭବ କରିପାରନ୍ତି । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୪ ।
ଚାଷୀ-ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।
ରୋଗୀ-ଅସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ-ସାଠରେ ମନ ଦେବେ ।
କର୍ମଜୀବି-କାର୍ଯ୍ୟ ତତ୍ପର ରହିବେ ।
ବ୍ୟବସାୟୀ-ନୂଆ ବ୍ୟବସାୟ କ୍ଷତି ହେବ ।
ଗୃହିଣୀ-ଘର କାମରେ ବ୍ୟସ୍ତ ରହିବେ ।

ଧନୁ – ନିଜ ଲୋକଙ୍କ ଠାରୁ ଆସ୍ଥାହରାଇ ବସିବେ । ପ୍ରତ୍ୟେକ କ୍ଷେତ୍ରରେ ଖର୍ଚ୍ଚ ପରିମାଣ ବୃଦ୍ଧି ପାଇବା ହେତୁ ସାମୟିକ ଚିନ୍ତିତ ରହିପାରନ୍ତି । ବୁଝାମଣା ଅଭାବରୁ ବନ୍ଧୁମାନଙ୍କ ସହ ଛୋଟକଥାକୁ କେନ୍ଦ୍ର କରି କଳହ ସୃଷ୍ଟି ହେବାର ସୂଚନା ରହିଛି । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୮ ।
ଗୃହିଣୀ-ସୌଭାଗ୍ୟ ପ୍ରାପ୍ତ ହେବ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
କର୍ମଜୀବି-କାର୍ଯ୍ୟ କରି ପ୍ରଶଂସିତ ହେବେ ।
ଛାତ୍ରଛାତ୍ରୀ-ଉଚ୍ଚ ଶିକ୍ଷା ପାଇଁ ବିଦେଶ ଯାତ୍ରା କରିପାରନ୍ତି ।
ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
ଚାଷୀ-ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।

ମକର – ନୂତନ ଯୋଜନା ପାଇଁ ପରିବାରରୁ ପୁର୍ଣ୍ଣ ସହ-ଯୋଗ ପାଇବେ । ଅବସର ସମୟରେ ପରିହାସ ଯୁକ୍ତ କଥା କର୍ମ କ୍ଷେତ୍ରରେ ସମ୍ୟା ସୃଷ୍ଟି କରିବ । ବୁଝିବିଚାରି କାମ ନ କଲେ ବିବାଦୀୟ ପରିସ୍ଥିତି ଭିନ୍ନରୂପ ନେଇପାରେ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୬ ।
ଚାଷୀ-ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।
ରୋଗୀ-ଡାକ୍ତରଙ୍କ ପରାମର୍ଶରେ ହିଁ ମେଡିସିନ୍ ଖାଆନ୍ତୁ ।
ଛାତ୍ରଛାତ୍ରୀ-ବିଦ୍ୟା ଆରୋହଣ କରିବେ ।
କର୍ମଜୀବି-ଅର୍ଥ ହାନୀ ହେବ ।
ବ୍ୟବସାୟୀ-ସଫଳତାକୁ ହାତଛଡା କରନ୍ତୁ ନାହିଁ ।
ଗୃହିଣୀ-ପାରିବାରିକ କାର୍ଯ୍ୟରେ ବ୍ୟସ୍ତ ରହିବେ ।

କୁମ୍ଭ – ପରିବାରରେ କାହାର ସ୍ୱାସ୍ଥ୍ୟ ସମସ୍ୟା ଯୋଗୁଁ ମାନସିକ ସୁସ୍ଥତା ବ୍ୟାହତ ହେବ । ଆଲୋଚନା କ୍ଷେତ୍ରରେ ସଂଯମତା ରକ୍ଷା ନ କଲେ ବିବାଦଗ୍ରସ୍ତ ହୋଇ ପଡିବେ । ଈର୍ଷାପରାୟଣ ବନ୍ଧୁ କିମ୍ବା ସହକର୍ମୀମାନଙ୍କ ଦ୍ୱାରା କର୍ମକ୍ଷେତ୍ରରେ ବିଦ୍ରୋହ ଓ ଅଶାନ୍ତି ବଢିବ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୧ ।
ଗୃହିଣୀ-ସୁଖଭାରା ଦିନଟି ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
କର୍ମଜୀବି-ସଫଳତା ହାତ ଛଡା ହୋଇଯିବ ।
ଛାତ୍ରଛାତ୍ରୀ-ସ୍ମରଣ ଶକ୍ତି ପାଇଁ ବୁଧକାରକ ଚେର ବ୍ୟବହାର କରନ୍ତୁ ।
ରୋଗୀ-ଅସାଧ୍ୟ ରୋଗରେ ପୀଡିତ ହେବେ ।
ଚାଷୀ-ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।

ମୀନ – ଲକ୍ଷ୍ୟହୀନ ଯାତ୍ରାରୁ ନିବୃତ୍ତ ରହିଲେ ଭଲ ନତୁବା ବନ୍ଧୁଙ୍କ ସହ ମନୋମାଳିନ୍ୟ ଯୋଗୁଁ ମନ ଉଦାସ ରହିବ । ପୈତୃକ ସମ୍ପତ୍ତିକୁ କେନ୍ଦ୍ର କରି ଟଣାଓଟରା ଦେଖା ଦେଇପାରେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୩ ।
ଚାଷୀ-ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।
ରୋଗୀ-ଦେହ ଅସୁସ୍ଥ ହେଲେ ଶୀଘ୍ର ଡାକ୍ତରଙ୍କ ପରାମର୍ଶ ନିଅନ୍ତୁ ।
ଛାତ୍ରଛାତ୍ରୀ-କ୍ରୀଡାରେ ମନ ଦେବେ ।
କର୍ମଜୀବି-ପ୍ରଶଂସିତ ହେବେ ।
ବ୍ୟବସାୟୀ-ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ-ଆଜି ଦିନଟି ଆପଣଙ୍କ ପାଇଁ ଉତ୍ତମ ।

Show More

Related Articles

Back to top button