Breaking PLUSଓଡ଼ିଶା

ଆଜି ରାଜ୍ୟରେ ୪୭୧ ଜଣ କରୋନା ପଜିଟିଭ ଚିହ୍ନଟ

ଆଜି ରାଜ୍ୟରେ ୪୭୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥି ମଧ୍ୟରୁ କ୍ୱାରେଣ୍ଟାଇନ ସେଣ୍ଟରରୁ ୨୭୪ ଚିହ୍ନଟ ହୋଇଥିବାବେଳେ ଲୋକାଲ କେସ ୧୯୭ ରହିଛି । ଏଥି ମଧ୍ୟରେ ୧୮ରୁ କମ ବୟସର ପିଲା ୫୭ ଜଣ ଆକ୍ରାନ୍ତ ହୋଇଛନ୍ତି । ଦିନକୁ ଦିନ ରାଜ୍ୟରେ ସଂକ୍ରମଣ ସଂଖ୍ୟା ତଳ ମୁହାଁ ହେଉଥିବା ବେଳେ ମୃତ୍ୟୁ ସଂଖ୍ୟାରେ ବି କମୁଛି ।

Show More

Related Articles

Back to top button