ଓଡ଼ିଶାମୁଖ୍ୟ ଖବର

୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୫୩୦ ଜଣ କରୋନା ଆକ୍ରାନ୍ତ ସୁସ୍ଥ

ଆଜି ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୫୩୦ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ସୁସ୍ଥ ହୋଇଥିବା ୫୩୦ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୩୩ ଜଣ ସୁସ୍ଥ ହୋଇଛନ୍ତି । ଆଜିର ସୁସ୍ଥତା ସଂଖ୍ୟାକୁ ମିଶାଇ ରାଜ୍ୟରେ ମୋଟ୍ ସୁସ୍ଥ ସଂଖ୍ୟା ୧୦ ଲକ୍ଷ ୨୨ ହଜାର ୭୮୦ରେ ପହଞ୍ଚିଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ତରଫରୁ ଏହି ସୂଚନା ପ୍ରଦାନ କରାଯାଇଛି ।

https://twitter.com/HFWOdisha/status/1450048461546475530?ref_src=twsrc%5Etfw%7Ctwcamp%5Etweetembed%7Ctwterm%5E1450048464251863040%7Ctwgr%5E%7Ctwcon%5Es2_&ref_url=https%3A%2F%2Fm.dailyhunt.in%2Fnews%2Findia%2Foriya%2Fnews7-epaper-nwsseven%2Frajyaresusthaheleaau530kareanaaakrantakhearddharusarbadhikadisacharjajanantukeunjillaruketesustha-newsid-n324928664

 

 

Show More

Related Articles

Back to top button