Breaking PLUSଓଡ଼ିଶାମୁଖ୍ୟ ଖବର

କାଲି ରାଜ୍ୟର 12ଟି ସ୍ଥାନରେ ମକ୍ ଡ୍ରିଲ୍

ଭୁବନେଶ୍ୱର: ଓଡ଼ିଶାର ୧୨ଟି ସ୍ଥାନରେ ସିଭିଲ ଡିଫେନ୍ସ ମକ୍ ଡ୍ରିଲ୍ ହେବ। ରାଜ୍ୟର ବାଲେଶ୍ୱର, କୋରାପୁଟ, ଭୁବନେଶ୍ୱର, ଗୋପାଳପୁର, ହୀରାକୁଦ, ପାରାଦୀପ, ରାଉରକେଲା, ଭଦ୍ରକ, ଢେଙ୍କାନାଳ, ଜଗତସିଂହପୁର, କେନ୍ଦ୍ରାପଡ଼ା ଓ ତାଳଚେରରେ ଏହା ହେବ।
ତାଳଚେରରେ କାଟେଗୋରି ୱାନ୍ ସ୍ଥାନ ଭାବେ ଚି଼ହ୍ନଟ ହୋଇଥିବାବେଳେ, କାଟେଗୋରି ଟୁ ରେ ବାଲେଶ୍ୱର, କୋରାପୁଟ, ଭୁବନେଶ୍ୱର, ଗୋପାଳପୁର, ହୀରାକୁଦ, ପାରାଦୀପ ଏବଂ ରାଉରକେଲା ଏବଂ କାଟେଗୋରି ଥ୍ରି ରେ ଭଦ୍ରକ, ଢେଙ୍କାନାଳ, ଜଗତସିଂପୁର ଓ କେନ୍ଦ୍ରାପଡ଼ା ରହିଛି। ସିଭିଲ ଡିଫେନ୍ସ ମକ୍ ଡ୍ରିଲ୍ ସପ୍ତାହେ ଯାଏ ଚାଲିବ। ଏଥିରେ ଏନସିସି, ସ୍ବେଚ୍ଛାସେବୀ ସଂଗଠନ, ଆପଦାମିତ୍ରଙ୍କୁ ବି ସାମିଲ କରାଯିବ ବୋଲି ଅଗ୍ନିଶମ ଡିଜି ସୁଧାଂଶୁ ଷଡ଼ଙ୍ଗୀ ସୂଚନା ଦେଇଛନ୍ତି।

Show More

Related Articles

Back to top button