Breaking PLUSଓଡ଼ିଶାମୁଖ୍ୟ ଖବର

କାଲି ଶ୍ରୀଜୀଉଙ୍କ ବନକଲାଗି ନୀତି

ପୁରୀ- ବୁଧବାର ଶ୍ରୀଜୀଉଙ୍କ ବନକଲାଗି ନୀତି । ବୁଧବାର ଚୈତ୍ର ଶୁକ୍ଲ ଦ୍ୱିତୀୟା ତିଥି । ଏହି ଅବସରରେ ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ତେଣୁ ଦ୍ୱିତୀୟ ଭୋଗମଣ୍ଡପ ପରେ ସନ୍ଧ୍ୟା 6ଟାରୁ ରାତି 10ଟା ଯାଏ ସାଧାରଣ ଦର୍ଶନ ବନ୍ଦ ରହିବ ।

Show More

Related Articles

Back to top button