Breaking PLUSଓଡ଼ିଶାମୁଖ୍ୟ ଖବର

କାଲି ଶ୍ରୀଜୀଉଙ୍କ ବନକଲାଗି ନୀତି, 6ଘଂଟା ବନ୍ଦ ରହିବ ଦର୍ଶନ

ପୁରୀ – ଆସନ୍ତାକାଲି ମହାପ୍ରଭୁଙ୍କ ବନକ ଲାଗି ନୀତି ଅନୁଷ୍ଠିତ ହେବ । ବନକ ଲାଗି ପାଇଁ ପ୍ରାୟ ୬ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ । ଆପାତତଃ ସଂଧ୍ୟା ୬ଟାରୁ ରାତି ୧୨ଟା ପର୍ଯ୍ୟନ୍ତ ବନ୍ଦ ରହିବ ଦର୍ଶନ । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।

Show More

Related Articles

Leave a Reply

Your email address will not be published. Required fields are marked *

Back to top button