Breaking PLUSଓଡ଼ିଶାମୁଖ୍ୟ ଖବର

ରାୟଗଡ଼ାରେ ୩.୨ ତୀବ୍ରତାର ଭୂମିକମ୍ପ

ରାୟଗଡ଼ାରେ ମୃଦୁ ଭୂମିକମ୍ପ ଅନୁଭୂତ ହୋଇଛି । ଜିଲ୍ଲାର ବିଭିନ୍ନ ସ୍ଥାନରେ ଭୋର୍ ପ୍ରାୟ ୪ଟା ସମୟରେ ଏହି ଭୂମିକମ୍ପ ଅନୁଭୂତ ହୋଇଛି । ଭୂ-ପୃଷ୍ଠରୁ ୧୦ କିଲୋମିଟର ଦୂରରେ ଭୂମିକମ୍ପ ଅନୁଭୂତ ହୋଇଥିବା ବେଳେ କ୍ଷୟକ୍ଷତି ନେଇ କୌଣସି ସୂଚନା ମିଳିନାହିଁ

ରାୟଗଡ଼ାରେ ମୃଦୁ ଭୂମିକମ୍ପ ଅନୁଭୂତ ହୋଇଛି । ଜିଲ୍ଲାର ବିଭିନ୍ନ ସ୍ଥାନରେ ଭୋର୍ ପ୍ରାୟ ୪ଟା ସମୟରେ ଏହି ଭୂମିକମ୍ପ ଅନୁଭୂତ ହୋଇଛି । ଭୂ-ପୃଷ୍ଠରୁ ୧୦ କିଲୋମିଟର ଦୂରରେ ଭୂମିକମ୍ପ ଅନୁଭୂତ ହୋଇଥିବା ବେଳେ କ୍ଷୟକ୍ଷତି ନେଇ କୌଣସି ସୂଚନା ମିଳିନାହିଁ । ଭୋର୍ ସମୟରେ ପ୍ରାୟ ୨ ସେକେଣ୍ଡ ଧରି ଭୂମିକମ୍ପ ଅନୁଭୂତ ହୋଇଥିବାରୁ ସମସ୍ତେ ଜାଣି ପାରିନଥିଲେ ।

Show More

Related Articles

Back to top button