Breaking PLUSଓଡ଼ିଶାମୁଖ୍ୟ ଖବର

ଟ୍ଵିନ ସିଟିରେ ୧୩ ଡ଼ିଗ୍ରୀ ଛୁଇଁଲା ପାରଦ

ଭୁବନେଶ୍ଵର, ୧୬ ଡିସେମ୍ବର – ଚଳିତ ସିଜିନ ରେ ପ୍ରଥମ ଥର ପାଇଁ ରାଜଧାନୀ ଭୁବନେଶ୍ଵର ଏବଂ କଟକରେ ତାପମାତ୍ରା ୧୩ ଡ଼ିଗ୍ରୀ ଛୁଇଁଛି । ଆଜି ଭୁବନେଶ୍ଵରରେ ୧୩.୨ ଡ଼ିଗ୍ରୀ ଏବଂ କଟକରେ ୧୩.୫ ଡ଼ିଗ୍ରୀ ସର୍ବନିମ୍ନ ରାତ୍ରି ତାପମାତ୍ରା ରେକର୍ଡ ହୋଇଛି । ଭୁବନେଶ୍ଵର ସ୍ଥିତ ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଟ୍ଵିଟ୍ ରୁ ଏହି ସୂଚନା ମିଳିଛି ।

Show More

Related Articles

Back to top button