ଓଡ଼ିଶାଦୁର୍ଘଟଣା

ଦୁଇ ବାଇକ୍ ମୁହାଁମୁହିଁ ଧକ୍କା,ଜଣଙ୍କ ମୃତ୍ୟୁ ଅନ୍ୟ ଜଣେ ଗୁରୁତର

ଦୁଇ ବାଇକ୍ ମୁହାଁମୁହିଁ ଧକ୍କା । ଏଭଳି ମର୍ମନ୍ତୁଦ ଦୂର୍ଘଟଣା ଘଟିଛି ରାୟଣପାଟଣା ଅନ୍ତର୍ଗତ ଲକ୍ଷ୍ମୀପୁର ରାପକଣା ଛକରେ । ଫଳରେ ଏହି ଦୁର୍ଘଟଣାରେ ଘଟଣା ସ୍ଥଳରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟଜଣେ ଗୁରୁତର ହୋଇଛନ୍ତି । ମୃତ ବ୍ୟକ୍ତି ଲକ୍ଷ୍ମୀପୁର ବ୍ଲକ କୁଟିଙ୍ଗା ଗ୍ରାମର ବୋଲି ଜଣାପଡ଼ିଛି ।

ଅନ୍ୟପଟେ ଗୁରୁତର ଅବସ୍ଥାରେ ଥିବା ବ୍ୟକ୍ତିଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି ।

Show More

Related Articles

Back to top button