Breaking PLUSଓଡ଼ିଶାମୁଖ୍ୟ ଖବର

ଆସନ୍ତାକାଲି ଠାରୁ ଦୁଇ ଦିନ ହାଇକୋର୍ଟ ବନ୍ଦ

ଆସନ୍ତାକାଲି ଠାରୁ ୨ ଦିନ ପର୍ଯ୍ୟନ୍ତ ବନ୍ଦ ରହିବ ଓଡ଼ିଶା ହାଇକୋର୍ଟ ।

କଟକ: ଆସନ୍ତାକାଲି ଠାରୁ ୨ ଦିନ ପର୍ଯ୍ୟନ୍ତ ବନ୍ଦ ରହିବ ଓଡ଼ିଶା ହାଇକୋର୍ଟ । ସେପ୍ଟେମ୍ବର ୨୧ ଓ ୨୨ ତାରିଖରେ ହାଇକୋର୍ଟ ବନ୍ଦ ନେଇ ରେଜିଷ୍ଟ୍ରାର ଜେନେରାଲ ନିର୍ଦେଶ ଦେଇଛନ୍ତି । ନିର୍ଦ୍ଦେଶ ଅନୁସାରେ ହାଇକୋର୍ଟ ସହ ଏହାର କାର୍ଯ୍ୟାଳୟ ବନ୍ଦ ରହିବ। କିଛି ବିଭାଗରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିଥିବାରୁ ଏଭଳି ନିଷ୍ପତ୍ତି ନିଆଯାଇଛି ।

Show More

Related Articles

Back to top button