Breaking PLUSଓଡ଼ିଶାମୁଖ୍ୟ ଖବର

ରାୟଗଡ଼ାରେ ପୃଥକ୍‌ ବାଇକ୍‌ ଦୁର୍ଘଟଣାରେ ୨ ମୃତ, ୪ ଗୁରୁତର

ରାୟଗଡ଼ାରେ ପୃଥକ୍‌ ବାଇକ୍‌ ଦୁର୍ଘଟଣାରେ ୨ ମୃତ, ୪ ଗୁରୁତର । ଚାନ୍ଦିଲି ଥାନା ଭୁଜବଳ ଗାଁ ରାସ୍ତାରେ ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା ହୋଇଛନ୍ତି । ଜଣେ ବାଇକ୍‌ ଆରୋହୀଙ୍କ ମୃତ୍ୟୁ ହୋଇଥିବା ବେଳେ ୩ଜଣ ଗୁରୁତର ଆହତ ହୋଇଛନ୍ତି । ଚିକିତ୍ସା ପାଇଁ ସେମାନଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି ।

ସେହପରି କାଶୀପୁର ଥାନା ଯୋଡ଼ାଆମ୍ବରେ ୨ ବାଇକ୍‌ ମୁହାଁମୁହିଁ ଧକ୍କା ହୋଇଛନ୍ତି । ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ଆହତ ହୋଇଛନ୍ତି ।

Show More

Related Articles

Back to top button