Breaking PLUSଦେଶମୁଖ୍ୟ ଖବର

ସୋପିଆନରେ ଦୁଇ ଆତଙ୍କବାଦୀଙ୍କ ଆତ୍ମସମର୍ପଣ

ଜମ୍ମୁ-କାଶ୍ମୀରରେ ସୁରକ୍ଷା ବାହିନୀଙ୍କୁ ବଡ଼ ସଫଳତା ମିଳିଛି। ​‌ଶୋପିଆନ୍‌ରେ ଏକ ତଲାସୀ ଅଭିଯାନ ସମୟରେ ଲସ୍କର-ଏ-ତୈବାର ଦୁଇ ଜଣ ଆତଙ୍କବାଦୀ ଆତ୍ମସମର୍ପଣ କରିଛନ୍ତି। ସୁରକ୍ଷା ବାହିନୀ ଉଭୟଙ୍କୁ ଗିରଫ କରିବାସହ ତାଙ୍କ ନିକଟରୁ ବିପୁଳ ମାତ୍ରାରେ ଅସ୍ତ୍ରଶସ୍ତ୍ର ଜବତ କରିଛନ୍ତି।

Show More

Related Articles

Leave a Reply

Your email address will not be published. Required fields are marked *

Back to top button