Breaking PLUSଦେଶମୁଖ୍ୟ ଖବର

ସିବିଏସଇ ଦଶମ ଓ ଦ୍ୱାଦଶ ପରୀକ୍ଷାର୍ଥୀଙ୍କୁ କେନ୍ଦ୍ରଶିକ୍ଷା ମନ୍ତ୍ରୀଙ୍କ ଶୁଭେଚ୍ଛା

ନୂଆଦିଲ୍ଲୀ, 15 ଫେବୃଆରୀ- ସିବିଏସଇ ଦଶମ ଓ ଦ୍ୱାଦଶ ଶ୍ରେଣୀ ପରୀକ୍ଷାର୍ଥୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ସୋସିଆଲ ମିଡିଆ ଏକ୍ସରେ କେନ୍ଦ୍ରଶିକ୍ଷା ମନ୍ତ୍ରୀ କହିଛନ୍ତି ଯେ, ସିବିଏସଇ ଦଶମ ଓ ଦ୍ୱାଦଶ ବୋର୍ଡ ପରୀକ୍ଷାର ସମସ୍ତ ପରୀକ୍ଷାର୍ଥୀଙ୍କୁ ଶୁଭକାମନା ଜଣାଉଛି । ଆତ୍ମବିଶ୍ୱାସୀ ହୁଅ ଏବଂ ତୁମର ସର୍ବୋତ୍ତମ ଦିଅ । ଯଦି ସନ୍ଦେହ କିମ୍ବା ଚାପରେ ଅଛନ୍ତି, ତେବେ ପିଏମ ନରେନ୍ଦ୍ର ମୋଦୀଙ୍କ ପରୀକ୍ଷା ପେ ଚର୍ଚ୍ଚାର ମୂଲ୍ୟବାନ ମନ୍ତ୍ର ମନେପକାନ୍ତୁ ।

Show More

Related Articles

Back to top button