Breaking PLUSଓଡ଼ିଶାମୁଖ୍ୟ ଖବର

ଡାଇରିଆ ଆକ୍ରାନ୍ତଙ୍କୁ ଭେଟିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର/ସମ୍ବଲପୁର- ଡାଇରିଆ ଆକ୍ରାନ୍ତଙ୍କୁ ଭେଟିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏନେଇ ସୋସିଆଲ ହ୍ୟାଣ୍ଡେଲରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, ସମ୍ବଲପୁର ଜିଲ୍ଲାର ହୀରାକୁଦ ସମେତ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଡାଇରିଆ ସଂକ୍ରମଣ ଦ୍ୱାରା ଆକ୍ରାନ୍ତ ହୋଇ ଭିମସାର, ବୁର୍ଲା ମେଡିକାଲରେ ଚିକିତ୍ସାଧୀନ ଥିବା ଲୋକମାନଙ୍କୁ ଭେଟିବା ସହ ଡାକ୍ତରଙ୍କୁ ସେମାନଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରିବୁଝିଲି । ସମସ୍ତ ଆକ୍ରାନ୍ତଙ୍କ ସ୍ୱାସ୍ଥ୍ୟବସ୍ଥା ସ୍ଥିର ଥିବା ଡାକ୍ତର ଓ ସ୍ୱାସ୍ଥ୍ୟକର୍ମୀମାନେ ମୋତେ ଅବଗତ କରାଇଲେ । ଆକ୍ରାନ୍ତଙ୍କ ଆଶୁ ଆରୋଗ୍ୟ କାମନା କରୁଛି ।

Show More

Related Articles

Back to top button