Breaking PLUSଦେଶମୁଖ୍ୟ ଖବର

ଇସ୍ରୋର ନୂଆ ମୁଖ୍ୟ ଭାବେ ଦାୟିତ୍ୱ ନେଲେ ଭି.ନାରାୟଣନ୍

ନୂଆଦିଲ୍ଲୀ: ଇସ୍ରୋକୁ ମିଳିଲେ ନୂଆ ମୁଖ୍ୟ। ଏସ୍ ସୋମନାଥଙ୍କ ସ୍ଥାନରେ ଦାୟିତ୍ଵ ନେଲେ ଭି.ନାରାୟଣନ୍। ସେ ଦୁଇ ବର୍ଷ ପାଇଁ ଏହି ପଦରେ ରହିବେ। ବିଶିଷ୍ଟ ବୈଜ୍ଞାନିକ ଭି.ନାରାୟଣନଙ୍କୁ ଭାରତୀୟ ମହାକାଶ ଗବେଷଣା  ପ୍ରତିଷ୍ଠାନ ବା ଇସ୍ରୋର ନୂଆ ଅଧ୍ୟକ୍ଷ ଭାବରେ ନିଯୁକ୍ତ କରାଯାଇଛି।

Show More

Related Articles

Back to top button