Breaking PLUSଓଡ଼ିଶାମୁଖ୍ୟ ଖବର

ଟିକା ଅଭାବ ଯୋଗୁ ଆଜି ୧୫ଟି ଜିଲ୍ଲାରେ ଟିକାକରଣ ବନ୍ଦ

ଟିକା ଅଭାବ ସମସ୍ୟା ଲାଗି ରହିଛି । ଟିକା ଅଭାବ ଯୋଗୁ ଆଜି ୧୫ଟି ଜିଲ୍ଲାରେ ଟିକାକରଣକୁ ବନ୍ଦ ରଖାଯାଇଛି । ଏହି ଜିଲ୍ଲାଗୁଡିକ ହେଲା ଅନୁଗୋଳ, ବାଲେଶ୍ୱର, ବରଗଡ, କଟକ, ବୌଦ୍ଧ, ଜଗତସିଂହପୁର, କନ୍ଧମାଳ, ଦେଓଗଡ, ଗଞ୍ଜାମ, ନବରଙ୍ଗପୁର, କେନ୍ଦୁଝର, କୋରାପୁଟ, ରାୟଗଡା, ସମ୍ବଲପୁର ଓ ସୋନପୁର ।

ଟିକା ଅଭାବ ଯୋଗୁଁ ଏହି ୧୫ ଜିଲ୍ଲାରେ ଟିକାକରଣ ବନ୍ଦ ରହିଛି । ତୁରନ୍ତ ୨୫ଲକ୍ଷ ଡୋଜ୍ କୋଭିସିଲ୍ଡ ଟିକା ଯୋଗାଇ ଦେବାକୁ କେନ୍ଦ୍ରକୁ ଚିଠି ଲେଖିଛନ୍ତି ରାଜ୍ୟ ସରକାର । ପାଖାପାଖି ୮ ଲକ୍ଷ ଲୋକ ଦ୍ୱିତୀୟ ଡୋଜ୍ ଟିକା ନେବାକୁ ଅପେକ୍ଷା କରିଛନ୍ତି । ଟିକା ନଆସିଲେ ସେମାନେ ଠିକ୍ ସମୟରେ ଦ୍ୱିତୀୟ ଡୋଜ୍ ନେବା ନେଇ ଆଶଙ୍କା ଦେଖାଦେଇଛି । ଏବେ କେବଳ ଭୁବନେଶ୍ୱରରେ ଚାଲିଛି ୧୮ରୁ ୪୪ ବର୍ଷ ବର୍ଗରେ ଟିକାକରଣ ।

Show More

Related Articles

Back to top button