Breaking PLUSଓଡ଼ିଶାମୁଖ୍ୟ ଖବରରାଜନୀତି

ପୁରୀ ଜିଲ୍ଲା କଂଗ୍ରେସ କାର୍ଯ୍ୟାଳୟରେ ଭଙ୍ଗାରୁଜା

ପୁରୀ- ପୁରୀ ଜିଲ୍ଲା କଂଗ୍ରେସ କାର୍ଯ୍ୟାଳୟରେ ଭଙ୍ଗାରୁଜା । ସୁଜିତ ମହାପାତ୍ରଙ୍କ ଟିକେଟ କଟିବା ପରେ ଭଙ୍ଗାରୁଜା ହୋଇଛି । ଅଫିସରେ ପଶି ପାଟିତୁଣ୍ଡ ସହ ସୁଜିତଙ୍କ ସମର୍ଥକ କରିଛନ୍ତି ଭଙ୍ଗାରୁଜା । ପୁରୀରେ ସୁଜିତଙ୍କ ସ୍ଥାନରେ ଉମାବଲ୍ଲଭ ରଥଙ୍କୁ ପ୍ରାର୍ଥୀ କରିଛି କଂଗ୍ରେସ ।

Show More

Related Articles

Leave a Reply

Your email address will not be published. Required fields are marked *

Back to top button