Breaking PLUSଓଡ଼ିଶାଦେଶ ବିଦେଶମୁଖ୍ୟ ଖବର

ଓଡିଶା ଆସିବେ ଉପରାଷ୍ଟ୍ରପତି ଭେଙ୍କେୟା ନାଇଡୁ

ଓଡିଶା ଆସିବେ ଉପରାଷ୍ଟ୍ରପତି । ଉତ୍କଳ ବିଶ୍ବବିଦ୍ୟାଳୟ ସମାବର୍ତ୍ତନ ଉତ୍ସବରେ ଯୋଗଦେବାକୁ ଏପ୍ରିଲ ୨ରେ ଓଡ଼ିଶା ଆସିବେ ଉପରାଷ୍ଟ୍ରପତି ଭେଙ୍କେୟା ନାଇଡୁ । ଏନେଇ ଉପରାଷ୍ଟ୍ରପତିଙ୍କ କାର୍ଯ୍ୟାଳୟ ପକ୍ଷରୁ ସବୁଜ ସଙ୍କେତ ମିଳିଛି ।

ଓଡିଶା ଆସିବେ ଉପରାଷ୍ଟ୍ରପତି । ଉତ୍କଳ ବିଶ୍ବବିଦ୍ୟାଳୟ ସମାବର୍ତ୍ତନ ଉତ୍ସବରେ ଯୋଗଦେବାକୁ ଏପ୍ରିଲ ୨ରେ ଓଡ଼ିଶା ଆସିବେ ଉପରାଷ୍ଟ୍ରପତି ଭେଙ୍କେୟା ନାଇଡୁ । ଏନେଇ ଉପରାଷ୍ଟ୍ରପତିଙ୍କ କାର୍ଯ୍ୟାଳୟ ପକ୍ଷରୁ ସବୁଜ ସଙ୍କେତ ମିଳିଛି ।

ଏପ୍ରିଲ୨ରେ ଓଡ଼ିଶା ଆସିବେ ଉପରାଷ୍ଟ୍ରପତି । ଉତ୍କଳ ବିଶ୍ବବିଦ୍ୟାଳୟ ସମାବର୍ତ୍ତନ ଉତ୍ସବରେ ଯୋଗଦେବାକୁ ଏପ୍ରିଲ ୨ରେ ଓଡ଼ିଶା ଆସିବେ ଉପରାଷ୍ଟ୍ରପତି ଭେଙ୍କେୟା ନାୟିଡୁ । ଉପରାଷ୍ଟ୍ରପତିଙ୍କ ଗସ୍ତକୁ ସଫଳ କରିବା ପାଇଁ ଉତ୍କଳ ବିଶ୍ବବିଦ୍ୟାଳ ପକ୍ଷରୁ ଚାଲିଛି ଜୋରଦାର ପ୍ରସ୍ତୁତି । ସମାବର୍ତ୍ତନ ଉତ୍ସବରେ ବିଶ୍ବବିଦ୍ୟାଳୟର କୁଳାଧିପତି ତଥା ରାଜ୍ୟପାଳ ପ୍ରଫେସର ଗଣେସୀ ଲାଲ୍ ମଧ୍ୟ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି । ସମାବର୍ତ୍ତନ ଉତ୍ସବରେ ପ୍ରାୟ ୧୮୦ ଜଣ ପିଏଚ୍ ଡି ଏବଂ ଡିଲିଇଟି ଭଳି ବିଭିନ୍ନ ଉପାଧି ପ୍ରଦାନ କରାଯିବ ।

Show More

Related Articles

Back to top button