Breaking PLUSଓଡ଼ିଶାମୁଖ୍ୟ ଖବର

ମୁଖ୍ୟ ଯୋଗାଣ ଅଧିକାରୀଙ୍କ ଘରେ ଭିଜିଲାନ୍ସ ରେଡ୍‌

ଭୁବନେଶ୍ୱର, 21 ଡିସେମ୍ବର – ଭୁବନେଶ୍ୱର ମୁଖ୍ୟ ଯୋଗାଣ ଅଧିକାରୀଙ୍କ ଘରେ ଭିଜିଲାନ୍ସ ରେଡ୍‌ । ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ମୁଖ୍ୟ ଯୋଗାଣ ଅଧିକାରୀ ପ୍ରଶାନ୍ତ ଗନ୍ତାୟତଙ୍କ ଘରେ ଚଢାଉ କରିଛି ଭିଜିଲାନ୍ସ । ପ୍ରଶାନ୍ତଙ୍କର ଗଞ୍ଜାମ ଓ ଭୁବନେଶ୍ୱର ସ୍ଥିତ 8ଟି ଠିକଣାରେ ଏକକାଳୀନ ଚଢାଉ ଜାରି ରହିଛି । ଏହି ଚଢାଉରେ 8ଜଣ ଡିଏସପିଙ୍କ ସହ, 5ଜଣ ଇନସପେକ୍ଟର ଓ ଅନ୍ୟ କର୍ମଚାରୀ ସାମିଲ ଅଛନ୍ତି । ପାଣ୍ଡରା ସମେତ ଚନ୍ଦ୍ରଶେଖରପୁର ଓ ବ୍ରହ୍ମପୁରର ବିଭିନ୍ନ ସ୍ଥାନରେ ଚଢାଉ କରିଛି ଭିଜିଲାନ୍ସ ।

Show More

Related Articles

Back to top button