Breaking PLUSଓଡ଼ିଶାମୁଖ୍ୟ ଖବର
ଭିଜିଲାନ୍ସ ଜାଲରେ ବଲାଙ୍ଗୀର ଜିଲ୍ଲାର ପୁଇଁନ୍ତଳା ପିଇଓ
ଭିଜିଲାନ୍ସ ଜାଲରେ ବଲାଙ୍ଗୀର ଜିଲ୍ଲାର ପୁଇଁନ୍ତଳା ପିଇ ବିହାରିଲାଲ ବାରିକ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବିହାରିଲାଲଙ୍କ ଘରେ ଗୁରୁବାର ଭିଜିଲାନ୍ସ ପକ୍ଷରୁ ଚଢାଉ କରାଯାଇଛି।
ଭିଜିଲାନ୍ସ ଜାଲରେ ବଲାଙ୍ଗୀର ଜିଲ୍ଲାର ପୁଇଁନ୍ତଳା ପିଇଓ ବିହାରିଲାଲ ବାରିକ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବିହାରିଲାଲଙ୍କ ଘରେ ଗୁରୁବାର ଭିଜିଲାନ୍ସ ପକ୍ଷରୁ ଚଢାଉ କରାଯାଇଛି। ଏକକାଳୀନ ବାସଭବନ ସମେତ ଅଫିସରେ ଚଢାଉ ଜାରି ରଖିଛି ଭିଜିଲାନ୍ସ। ଭିଜିଲାନ୍ସର ଅନେକ ଟିମ୍ ଗଠନ କରାଯାଇ ବିଭିନ୍ନ ସ୍ଥାନରେ ଚଢାଉ ଜାରି ରହିଛି। ତେବେ ବର୍ତ୍ତମାନ ସୁଦ୍ଧା କେତେ ପରିମାଣର ସମ୍ପତ୍ତି ଜବତ ହୋଇଛି ତାହାର ସ୍ପଷ୍ଟ ସୂଚନା ଜଣାପଡ଼ି ନାହିଁ।