Breaking PLUSଓଡ଼ିଶାମୁଖ୍ୟ ଖବର

୩ ଦିନ ପ୍ରବଳ ବର୍ଷିବ

ଉତ୍ତର-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଆଉ ଏକ ଲଘୁଚାପ। ଏହାର ପ୍ରଭାବରେ ରାଜ୍ୟର ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

ଭୁବନେଶ୍ୱର : ଉତ୍ତର-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଆଉ ଏକ ଲଘୁଚାପ। ଏହାର ପ୍ରଭାବରେ ରାଜ୍ୟର ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ପାଣିପାଗ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି । ଏହାର ପ୍ରଭାବରେ ୭ଟି ଜିଲ୍ଲା ମୟୁରଭଞ୍ଜ, ବାଲେଶ୍ୱର, ଯାଜପୁର, ଭଦ୍ରକ, କେନ୍ଦ୍ରାପଡା, ମାଲକାନଗିରି ଏବଂ କୋରାପୁଟକୁ ଅରେଞ୍ଜ ଓ୍ବାର୍ଣ୍ଣିଂ ଜାରି କରାଯାଇଛି । ଏହାର ପ୍ରଭାବରେ କାଲି ଏବଂ ପରଦିନ ରାଜ୍ୟର ବିଭନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

Show More

Related Articles

Back to top button