Breaking PLUSଅପରାଧଆଇନ କାନୁନମୁଖ୍ୟ ଖବର

ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଜାଲରେ ଡିଆଇସି ଅଫିସର ସୁପର ଭାଇଜର

ପୁରୀ: ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ଡିଆଇସି ଅଫିସର ସୁପର ଭାଇଜର। ୧୫ ହଜାର ଟଙ୍କା ଲାଞ୍ଚ ନେଉଥିବା ଅଭିଯୋଗରେ ଖଦି ଓ ଗ୍ରାମ୍ୟ ଉଦ୍ୟୋଗ ବିଭାଗର ସୁପର ଭାଇଜର ନାରାୟଣ ପଟ୍ଟନାୟକ ଗିରଫ ହୋଇଛନ୍ତି। ରତ୍ନାକର ସାହୁ ନାମକ ଜଣେ ବ୍ୟକ୍ତିଙ୍କ ଠାରୁ ଲାଞ୍ଚ ନେଉଥିବା ବେଳେ ପୁରୀ ଭିଜିଲାନ୍ସ ଟିମ୍ ହାତରେ ଗିରଫ ହୋଇଛନ୍ତି।

Show More

Related Articles

Back to top button