Breaking PLUSଦେଶ ବିଦେଶମୁଖ୍ୟ ଖବର

ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ୨୭ ହଜାର ୦୭୧ କୋରନା ରୋଗୀ ଚିହ୍ନଟ

ଦେଶରେ କୋରନା ସଂକ୍ରମଣ ଦିନକୁ ଦିନ କମିବାରେ ଲାଗିଛି । ଏହା ଦେଶବାସୀଙ୍କ ପାଇଁ ଏକ ଆଶ୍ୱସ୍ତିକର ଖବର । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨୭ ହଜାର ୦୭୧ କୋରନା ରୋଗୀ ଚିହ୍ନଟ ହୋଇଛନ୍ତି

ଦେଶରେ କୋରନା ସଂକ୍ରମଣ ଦିନକୁ ଦିନ କମିବାରେ ଲାଗିଛି । ଏହା ଦେଶବାସୀଙ୍କ ପାଇଁ ଏକ ଆଶ୍ୱସ୍ତିକର ଖବର । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨୭ ହଜାର ୦୭୧ କୋରନା ରୋଗୀ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ମୋଟ ସଂକ୍ରମିତଙ୍କ ସଂଖ୍ୟା ୯୮ ଲକ୍ଷ ୮୪ ହଜାର ୧୦୦କୁ ବୃଦ୍ଧି ହୋଇଛି । ତେବେ ୨୪ ଘଣ୍ଟାରେ ୩୩୬ ଜଣଙ୍କ ମୃ୍‌ତ୍ୟୁ ହୋଇଛି । ଏହାକୁ ମିଶାଇ ମୋଟ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୪୩ ହଜାର ୩୫୫ ରେ ପହଞ୍ଚିଛି । ତୋବେ ଦେଶରେ ୩ ଲକ୍ଷ ୫୨ ହଜାର ୫୮୬ ଟି ଆକ୍ଟିଭ କେସ ରହିଥିବା ବେଳେ ସୁସ୍ଥ ହୋଇଛନ୍ତି ୯୩ ଲକ୍ଷ ୮୮ ହଜାର ୮୩୪ ୧୫୯ ଜଣ । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଳାୟ ପକ୍ଷରୁ ସୁଚନା ମିଳିଛି ।

Show More

Related Articles

Back to top button