Breaking PLUSଦେଶ ବିଦେଶମୁଖ୍ୟ ଖବର

ଦେଶରେ କମୁଛି କରୋନା ପ୍ରଭାବ, ଗତ 24 ଘଣ୍ଟା ମଧ୍ୟରେ ୩୬,୦୧୧ ଜଣ ନୂଆ କରୋନା ସଂକ୍ରମିତ ରୋଗୀ ଚିହ୍ନଟ

ଦେଶରେ ଜାରି ରହିଛି କରୋନା ଆତଙ୍କ । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩୬,୦୧୧ ଜଣ ନୂଆ କରୋନା ସଂକ୍ରମିତ ରୋଗୀ ଚିହ୍ନଟ ହେବା ସହ ଭାରତରେ ସମୁଦାୟ କରୋନାଭାଇରସ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୯୬.୪ ଲକ୍ଷରେ ପହଞ୍ଚିଛି ।

ଦେଶରେ ଜାରି ରହିଛି କରୋନା ଆତଙ୍କ । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩୬,୦୧୧ ଜଣ ନୂଆ କରୋନା ସଂକ୍ରମିତ ରୋଗୀ ଚିହ୍ନଟ ହେବା ସହ ଭାରତରେ ସମୁଦାୟ କରୋନାଭାଇରସ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୯୬.୪ ଲକ୍ଷରେ ପହଞ୍ଚିଛି ।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ରବିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୩୬,୦୧୧ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୪୮୨ ମୃତ୍ୟୁ ରେକର୍ଡ କରାଯାଇଛି। ଏହି ତଥ୍ୟକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ ସଂକ୍ରମଣ ମାମଲା ୯୬,୪୪,୨୨୨ ଓ ମୃତ୍ୟୁସଂଖ୍ୟା ୧୪୦, ୧୮୨ରେ ପହଞ୍ଚିଛି ।

୨୪ ଘଣ୍ଟା ମଧ୍ୟରେ ସୁସ୍ଥ ହୋଇ ଫେରିଥିବା ୪୧, ୯୭୦ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୯୧, ୦୦, ୭୯୨।

Show More

Related Articles

Back to top button