Breaking PLUSଓଡ଼ିଶାମୁଖ୍ୟ ଖବର

ଅଜଣା ଗାଡ଼ି ଧକ୍କାରେ ଯୁବକଙ୍କ ମୃତ୍ୟୁ

ଘଟଣାସ୍ଥଳରେ ପୋଲିସ୍‌ର ତଦନ୍ତ ଜାରି

ଅଜଣା ଗାଡି ଧକ୍କାରେ ଯୁବକଙ୍କ ମୃତ୍ୟୁ ହୋଇଛି । କଳାହାଣ୍ଡି ଜିଲ୍ଲା କୋକସରା ଥାନା ମୋଟେର ଫାଣ୍ଡି ଅନ୍ତର୍ଗତ ମୋଟେର ଛକ ନିକଟରେ କୌଣସି ଏକ ଅଜଣା ଗାଡି ଧକ୍କା ଦେବା ଫଳରେ ବାଇକରେ ଥିବା ଜଣେ ବ୍ୟକ୍ତିଙ୍କ ଘଟଣାସ୍ଥଳରେ ମୃତ୍ୟୁ ହୋଇଛି l

ସ୍ଥାନୀୟ ଲୋକଙ୍କ ଠାରୁ ଖବର ପାଇବା ପରେ ମୋଟେର ଫାଣ୍ଡି ପୋଲିସ ଘଟଣା ସ୍ଥଳରେ ପହଞ୍ଚି ମୃତଦେହ ଜବତ କରିବା ସହ ତଦନ୍ତ ଆରମ୍ଭ କରିଛି l

Show More

Related Articles

Back to top button