ଓଡ଼ିଶାସ୍ୱାସ୍ଥ୍ୟ

ରାଜ୍ୟରେ ଉପର ତଳ କରୋନା ଗ୍ରାଫ୍,୨୪ ଘଣ୍ଟା ମଧ୍ୟରେ ୭୩୦ କରୋନା ପଜିଟିଭ୍ ଚିହ୍ନଟ

ରାଜ୍ୟରେ ଉପର ତଳ କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୭୩୦ ଜଣ କରୋନା ପଜିଟିଭ୍ ଚିହ୍ନଟ । ହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୨୭ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୩୦୩ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ଏନେଇ ଟ୍ଵିଟ୍ ଯୋଗେ ସୂଚନା ଦେଇଛନ୍ତି ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ  ।

ତେବେ ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ସୁନ୍ଦରଗଡ଼ରୁ ସର୍ବାଧିକ ୧୫୭ ଜଣ, ଖୋର୍ଦ୍ଧାରୁ ୯୬ ଜଣ, ସମ୍ବଲପୁରରୁ ୮୮ ଜଣ, ମୟୂରଭଞ୍ଜରୁ ୫୯ ଜଣ, ବରଗଡ଼ରୁ ୩୭ ଜଣ, କଳାହାଣ୍ଡିରୁ ୩୪ ଜଣ, ରାୟଗଡ଼ାରୁ ୨୮ ଜଣ, କଟକରୁ ୧୮ ଜଣ, ବଲାଙ୍ଗୀରରୁ ୧୭ ଜଣ, କନ୍ଧମାଳରୁ ୧୬ ଜଣ, ଯାଜପୁର ଓ ନୂଆପଡ଼ାରୁ ୧୫ ଜଣ ଲେଖାଁଏ, ନୟାଗଡ଼ାରୁ ୧୩ ଜଣ, ସୋନପୁରରୁ ୧୨ ଜଣ, ଗଞ୍ଜାମ ଓ କୋରାପୁଟ ଜିଲ୍ଲାରୁ ୯ ଜଣ ଲେଖାଁଏ, ବାଲେଶ୍ବର ଓ କେନ୍ଦୁଝର ଜିଲ୍ଲାରୁ ୮ ଜଣ ଲେଖାଁଏ, ଦେବଗଡ଼ ଓ ଗଜପତି ଜିଲ୍ଲାରୁ ୬ ଜଣ ଲେଖାଁଏ, ଅନୁଗୁଳ ଓ ଜଗତସିଂହପୁର ଜିଲ୍ଲାରୁ ୪ ଜଣ ଲେଖାଁଏ, ବୌଦ୍ଧ ଓ ପୁରୀ ଜିଲ୍ଲାରୁ ୩ ଜଣ ଲେଖାଁଏ ଏବଂ ଷ୍ଟେଟ୍ ପୁଲ୍‌ରୁ ୨୦ ଜଣ ଆକ୍ରାନ୍ତ ରହିଛନ୍ତି।

 

Show More

Related Articles

Back to top button