ଦେଶ ବିଦେଶସ୍ୱାସ୍ଥ୍ୟ

୨୪ ଘଣ୍ଟା ମଧ୍ୟରେ ଦେଶରେ ୧୪୦୦୦ରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ

ଦେଶରେ ବୃଦ୍ଧି ପାଉଛି ସଂକ୍ରମଣ । ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୪୦୦୦ରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ । ସେହିପରି ୧୪୦୯୨ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟରେ ପ୍ରକାଶ ପାଇଛି ।

ବର୍ତ୍ତମାନ ସୁଦ୍ଧା ଦେଶରେ ପ୍ରାୟ ୪ କୋଟି ୪୩ ଲକ୍ଷରୁ ଅଧିକ ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।ସେହିପରି ୧୧୬୮୬୧ ସକ୍ରିୟ ମାମଲା ରହିଛି ଏବଂ ପ୍ରାୟ ୪ କୋଟି ୩୬ ଲକ୍ଷ ୯ ହଜାର ୫୬୬ ଆକ୍ରାନ୍ତ ସୁସ୍ଥ ହୋଇ ଫେରିଛନ୍ତି । ୫୨୭୦୩୭ ଜଣ କରୋନାରେ ପ୍ରାଣ ହରାଇଛନ୍ତି ।

Show More

Related Articles

Back to top button